Posted inଜାତୀୟ

ଯାନ, ଔଷଧ, ପର୍ଯ୍ୟଟନ କ୍ଷେତ୍ର ନୂଆ ନିଯୁକ୍ତି ସୃଷ୍ଟି କରିବ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯ା୮: ଭାରତର ଅର୍ଥନୀତି ଦ୍ରୁତ ଅଭିବୃଦ୍ଧି ପଥରେ ଅଗ୍ରସର ହେଉଛି। ଏହା ଯୁବବର୍ଗଙ୍କ ଲାଗି ନିଯୁକ୍ତିର ବଡ଼ ସୁଯୋଗ ସୃଷ୍ଟି କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରୋଜଗାର ମେଳାରେ ଉଦ୍‌ବୋଧନ ଦେଇ କହିଛନ୍ତି। ଏହି ଅବସରରେ ସେ ୫୧ ହଜାର ଯୁବତୀଯୁବକଙ୍କୁ ନିଯକ୍ତି ପତ୍ର ପ୍ରଦାନ କରିଥିଲେ। ଯାନ, ଔଷଧ, ପର୍ଯ୍ୟଟନ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ସେକ୍ଟରରେ ଦ୍ରୁତ ବୃଦ୍ଧି ସାଙ୍ଗକୁ ଯୁବବର୍ଗଙ୍କ ପାଇଁ ବିପୁଳ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଅର୍ଥନୀତିକୁ କେବଳ ପର୍ଯ୍ୟଟନ ସେକ୍ଟରର ୨୦୩୦ ସୁଦ୍ଧା ୨୦ ଲକ୍ଷ କୋଟି ଟଙ୍କା ଅବଦାନ ରହିବ। ଏହି ସେକ୍ଟର ୧୩ରୁ ୧୪ କୋଟି ନୂଆ ନିଯୁକ୍ତି ସୃଷ୍ଟି କରିବା କ୍ଷମତା ରଖିଛି। ବର୍ତ୍ତମାନ ଭାରତର ଔଷଧ ଶିଳ୍ପ ୪ ଲକ୍ଷ କୋଟି ଟଙ୍କାର ହୋଇଥିବାବେଳେ ୨୦୩୦ ବେଳକୁ ଏହା ୧୦ ଲକ୍ଷ କୋଟିରେ ପହଞ୍ଚତ୍ବ। ତେଣୁ ଏହି କ୍ଷେତ୍ରରେ ବହୁସଂଖ୍ୟାରେ ଯୁବତୀଯୁବକ ନିଯୁକ୍ତି ସୁଯୋଗ ପାଇବେ। ସେହିପରି ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ଆଗାମୀ ୩.୫ ବର୍ଷରେ ୩୫ ଲକ୍ଷ କୋଟିରେ ପହଞ୍ଚତ୍ବାକୁ ଯାଉଛି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri