ବ୍ରହ୍ମପୁରଠାରୁ ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ: ୧୦ ଦିନ ପରେ ଯାନବାହନ ଚଳାଚଳ ସ୍ବାଭାବିକ

ମୋହନା,୧୨।୧୦( ମନ୍ମଥ ମିଶ୍ର): ଗଜପତି ଜିଲାରେ କିଛିଦିନ ଲଘୁଚାପ ଜନିତ ପ୍ରବଳ ବର୍ଷା ଲାଗି ରହିଥିଲା। ଫଳରେ ଗତ ୨ ତାରିଖରେ ବ୍ରହ୍ମପୁର ଠାରୁ ରାୟଗଡା, ଜୟପୁର, କନ୍ଧମାଳ ସଂଯୋଗ କରୁଥିବା ମୋହନାର ଲେଡବନ୍ଧ ପୋଲର ଦୁଇ କୂଳ ସମ୍ପୂର୍ଣ୍ଣ ଧୋଇ ହୋଇଯାଇଥିଲା। ଯାତାୟତ କରିବା ମୁଖ୍ୟ ରାସ୍ତା ୩୨୬ ଜାତୀୟ ରାଜପଥ ଠପ ହୋଇପଡିଥିଲା। ଏଭଳି ପରିସ୍ଥିତିରେ ସମସ୍ତ ଯାନବାହାନ ଲୁହଗୁଡ଼ିଠାରୁ ଚାନ୍ଦିପୁଟ ଦେଇ ମୋହନା ଆସୁଥିଲା । ରବିବାର ଦିନ ଅପରାହ୍ନ ୪ ଟା ରେ ମରାମତି କାର୍ଯ୍ୟ ଶେଷ ହୋଇଛି ଏବଂ ଗାଡି ଚଳାଚଳ ସ୍ୱାଭାବିକ ହୋଇଛି। ଅତିଶୀଘ୍ର ମରାମତି ହୋଇ ଗାଡି ଚଳାଚଳ ହୋଇଥିବାରୁ ସରକାରଙ୍କୁ ଅଞ୍ଚଳବାସୀ ଧନ୍ୟବାଦ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri