୨୦୨୩ରେ ଗାଡ଼ି ବିକ୍ରି ୧୧% ବୃଦ୍ଧି

ନୂଆଦିଲ୍ଲୀ,୧।୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗାଡ଼ି ବିକ୍ରି( ଅଟୋ ସେଲ୍‌ସ) ରେ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି। ଏପରିକି ପ୍ରି-କୋଭିଡ୍‌ ଲେବଲକୁ ବାର୍ଷିକ ଯାନ ବିକ୍ରୟ ସଂଖ୍ୟା ଯାଉଥିବାବେଳେ ବାହାନ୍‌ ପୋର୍ଟାଲରେ ଉପଲବ୍ଧ ତଥ୍ୟ ଦର୍ଶାଇଛି ଯେ ୨୦୨୩ କ୍ୟାଲେଣ୍ଡର ବର୍ଷରେ ଗାଡ଼ି ରେଜିଷ୍ଟ୍ରେଶନ ୧୧%ରୁ ଅଧିକ ବୃଦ୍ଧି ପାଇ ପୂର୍ବ ବର୍ଷ ତୁଳନାରେ ପ୍ରାୟ ୨୩.୯ ମିଲିୟନରେ ପହଞ୍ଚତ୍ଛି। ବିଶେଷ କରି ପ୍ରି-କୋଭିଡ୍‌ ଇୟର (୨୦୧୯ବର୍ଷ) ରେ ବିକ୍ରି କରାଯାଇଥିବା ୨୪.୧୭ ମିଲିୟନ୍‌ ଗାଡି ତୁଳନାରେ ଚଳିତ ବର୍ଷର ରେଜିଷ୍ଟ୍ରେଶନ ସଂଖ୍ୟା ଏ ପର୍ଯ୍ୟନ୍ତ ୧% ହ୍ରାସ ପାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩ ଡିସେମ୍ବର ୩୧ ଅପରାହ୍ନ ୩.୦୦ ଘଟିକା ସୁଦ୍ଧା ଅପଡେଟ୍‌ ହୋଇଥିବା ବାହାନ୍‌ ଡାଟା ଉପରେ ଆଧାରିତ ହୋଇଛି, ୨୦୨୨କ୍ୟାଲେଣ୍ଡର ବର୍ଷରେ ଏହି ସଂଖ୍ୟା ୨୧.୫ ମିଲିୟନ୍‌ ୟୁନିଟ୍‌ ଥିବାବେଳେ ୨୦୨୧କ୍ୟାଲେଣ୍ଡର ବର୍ଷରେ ଏହି ସଂଖ୍ୟା ୧୮.୯ ମିଲିୟନରେ ରହିଥିଲା। ଅପରପକ୍ଷରେ ଯାତ୍ରୀବାହୀ ଯାନ ପାଇଁ ଚଳିତ ବର୍ଷ ବେଶ ଭଲ ଥିଲାବେଳେ ଡିଲରସ୍ତରରେ ୬,୫୦,୦୦୦ ୟୁନିଟ୍‌ର ଏକ ତାଲିକା ସହିତ ନୂତନ ବର୍ଷ ଆରମ୍ଭ କରିବାକୁ ଯାଉଛି।
ଏ ସମ୍ପର୍କରେ ଫେଡେରେଶନ୍‌ ଅଫ୍‌ ଅଟୋମୋବାଇଲ୍‌ ଡିଲର୍ସ ଆସୋସିଏଶନ୍‌ (ଫାଡା)ର ସଭାପତି ମନୀଷ ରାଜ ସିଙ୍ଗାନିଆ କହିଛନ୍ତି, ମୋଟାମୋଟି ଭାବେ ଅଟୋ ଶିଳ୍ପ ପାଇଁ ୨୦୨୩ ବର୍ଷ ଭଲ ଥିଲାବେଳେ ବିଶେଷକରି ଯାତ୍ରୀବାହୀ ଯାନ ପାଇଁ ଚଳିତ ବର୍ଷ ବହୁତ ଭଲ ରହିଛି। ଏପରିକି ଆମେ ପ୍ରତି ମାସରେ ସର୍ବୋତ୍ତମ ରେକର୍ଡ ଦେଖୁଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ, ମହାଲକ୍ଷ୍ମୀକୁ ରସଗୋଲା ଖୁଆଇ କରିବେ ମାନଭଞ୍ଜନ

ପୁରୀ,୨୭ା୭: ଆଜି ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରିବିଜେ। ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ। ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ରେଳ ଟ୍ରାକ୍‌ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍

ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍‌…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri