ଗୁପ୍‌ଚୁପ୍‌ରେ ଶୌଚାଳୟ ପାଣି: ଲୋକେ ଭାଙ୍ଗିଦେଲେ ଠେଲାଗାଡ଼ି

ମୁମ୍ବାଇ,୭।୧୧: ରାସ୍ତାକଡ଼ରେ ଗୁପ୍‌ଚୁପ୍‌ ଖାଇବାକୁ କେତେକ ପସନ୍ଦ କରିଥାନ୍ତି। ତେବେ ମୁମ୍ବାଇର କୋହ୍ଲାପୁର ଅଞ୍ଚଳରେ ଲୋକଙ୍କୁ ପିଇବାକୁ ଦେଉଥିବା ଖଟାପାଣିରେ ଶୌଚାଳୟ ପାଣି ମିଶାଉଥିବା ଅଭିଯୋଗରେ ଜଣେ ଗୁପ୍‌ ଚୁପ୍‌ ବିକାଳିଙ୍କ ଠେଲାଗାଡ଼ିକୁ ଲୋକେ ଭାଙ୍ଗି ଦେଇଛନ୍ତି। ସ୍ଥାନୀୟ ରଣକଳା ଝିଲ୍‌ ନିକଟରେ ବିକାଳିଙ୍କର ଠେଲାଗାଡ଼ି ପ୍ରତିଦିନ ସକାଳେ ଆସି ଲାଗୁଥିଲା। ବ୍ୟକ୍ତି ଜଣକ ଖଟାପାଣିରେ ଶୌଚାଳୟ ପାଣି ମିଶାଉଥିବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିଲା। ଲୋକେ ଉତ୍ୟକ୍ତ ହୋଇ ସମ୍ପୃକ୍ତ ଗୁପ୍‌ଚୁପ୍‌ ବିକାଳିଙ୍କୁ ପିଟିବା ସହିତ ଏପରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ୫୦ ହଜାର ଭାରତୀୟଙ୍କୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୨ ତାରିଖରେ ସେ ଆମେରିକାର ହୌଷ୍ଟନରେ ୫୦ ହଜାରରୁ ଊର୍ଦ୍ଧ୍ୱ...

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୧୬।୬: ଉତ୍ତରପ୍ରଦେଶ ସରକାର ଉପଯୁକ୍ତ ଆଇନଗତ ପ୍ରକ୍ରୟା ବିନା ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଚଳାଇଥିବାରୁ ଏହାକୁ ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦେବାକୁ ଜମାଏତ୍‌-ଉଲେମା-ଇ-ହିନ୍ଦ୍‌ ଓ ଅନ୍ୟମାନେ...

ଦିନକୁ ୮ ଘଣ୍ଟା ପରିଶ୍ରମ କରୁଛନ୍ତି ୯୧ ବର୍ଷୀୟ କୃଷକ

କଲାବୁରାଗି,୨୪।୧୦: କର୍ନାଟକ କଲାବୁରାଗିର ୯୧ ବର୍ଷୀୟ କୃଷକ ବଶଭାନପ୍ପା ପାଟିଲ ଦିନକୁ ୮ ଘଣ୍ଟା ତାଙ୍କ ଫାର୍ମରେ ପରିଶ୍ରମ କରୁଥିବା କୁହନ୍ତି। ଆଉ ଆଜିବି ସେ...

ଅଗ୍ନିବୀରଙ୍କ ପାଇଁ ଆନନ୍ଦ ମହିନ୍ଦ୍ରାଙ୍କ ବଡ ଘୋଷଣା

ନୂଆଦିଲ୍ଲୀ,୨୦ ।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି । ଇତିମଧ୍ୟରେ ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଆନନ୍ଦ...

କଶ୍ମୀର-ବାବରି-ଜେହାଦକୁ ନେଇ ଅଲ୍‌କାଇଦାର ଆତଙ୍କବାଦ ଜହର,ନୂଆ ଭିଡିଓ ଜାରି…

ନୂଆଦିଲ୍ଲୀ,୧୨।୧୦: ଆତଙ୍କବାଦୀ ସଂଗଠନ ଅଲ୍‌ କାଇଦା ପକ୍ଷରୁ ଏବେ ଏକ ନୂଆ ଭିଡ଼ିଓ ଜାରି ହୋଇଛି। ଏଥିରେ କଶ୍ମୀର-ବାବରୀ-ଜେହାଦକୁ ନେଇ ଆତଙ୍କବାଦ ଜହର ଓଗାଳିଛି ଏହି...

ଦ୍ୱିତୀୟ ଇନିଂସ୍‌ରେ ପ୍ରଥମେ ମାଲଦିଭିସ୍‌ ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ଶାସନ ଭାର ସମ୍ଭାଳିବାକୁ ଯାଉଥିବା ବେଳେ ପ୍ରଥମେ ସେ ବିଦେଶ ଗସ୍ତ କାର୍ଯ୍ୟକ୍ରମରେ ମାଲଦିଭିସ୍‌ ଗସ୍ତ...

ବାପାଙ୍କ ଆଗରେ ଝିଅଙ୍କୁ ମାରିଦେଲା ବାଘ

ସିଓନି(ମଧ୍ୟପ୍ରଦେଶ),୧୭।୧୦: ମଧ୍ୟପ୍ରଦେଶର ସିଓନି ଜିଲାରେ ବାପାଙ୍କ ଆଖି ଆଗରେ ୧୬ ବର୍ଷର ଝିଅଙ୍କୁ ଏକ ଚିତାବାଘ ଝାମ୍ପିନେଇ ମାରିଦେଇଛି। ପାଣ୍ଡିଓ୍ବାଡ଼ା ଗ୍ରାମ ନିକଟବର୍ତ୍ତୀ କାହ୍ନିଓ୍ବାଡ଼ା ଜଙ୍ଗଲ...

ଜନ୍ମଦିନରେ ‘ସିମ୍ବା’ ଗୀତର ତାଳେତାଳେ ନାଚିଲେ ୯୩ ବର୍ଷୀୟା ଏହି ବୃଦ୍ଧା: ହୃଦୟ ଜିଣୁଛି ଭିଡିଓ, ଦେଖନ୍ତୁ..

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବା ପରେ କୋଲକାତାର ଜଣେ ୯୩ ବର୍ଷୀୟ ବୃଦ୍ଧା ଏବେ ଚର୍ଚ୍ଚାରେ। ସେ ନିଜର ଜନ୍ମଦିନ ଅବସରରେ ଚଳଚ୍ଚିତ୍ର...

Advertisement
Archives

Model This Week