Posted inଖେଳ

ଭେଙ୍କଟରାମ ବୈଷୟିକ ନିର୍ଦ୍ଦେଶକ

ଭୁବନେଶ୍ୱର, ୧୯।୪(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଏକାଡେମୀର ନୂଆ ବୈଷୟିକ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଭି. ଭେଙ୍କଟରାମ। ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର କ୍ରିକେଟ ଆଡ୍‌ଭାଇଜରି କମିଟି (ସିଏସି) ଭେଙ୍କଟରାମଙ୍କୁ ଏହି ନିଯୁକ୍ତି ଦେଇଛି। ସେ ନିଜ କ୍ରିକେଟ କ୍ୟାରିୟରରେ ୭୧ଟି ପ୍ରଥମଶ୍ରେଣୀ ମ୍ୟାଚ ଖେଳି ୨୨୨ଟି ଉଇକେଟ ନେଇଛନ୍ତି। ସେ ୬ ବର୍ଷ ଧରି ବିହାର ରଣଜୀ ଦଳର ଅଧିନାୟକ ଥିଲେ। ଭେଙ୍କଟରାମ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ଲେଭଲ-୩ କୋଚ୍‌। ସେ ଦୀର୍ଘ ୫ ବର୍ଷ ଧରି ଜାତୀୟ କ୍ରିକେଟ ଏକାଡେମୀରେ କୋଚ୍‌ ଏବଂ ଏଜୁକେଟର ଦାୟିତ୍ୱ ତୁଲାଇଛନ୍ତି। ଝାଡ଼ଖଣ୍ଡ, ତ୍ରିପୁରା ଓ ଆସାମ ସିନିୟର ପୁରୁଷ ଦଳର ମୁଖ୍ୟ କୋଚ୍‌ ଦାୟିତ୍ୱ ତୁଲାଇବାର ଅଭିଜ୍ଞତା ମଧ୍ୟ ରଖିଛନ୍ତି। ସେ ଉତ୍ତରାଖଣ୍ଡ ୨୩ ବର୍ଷରୁ କମ୍‌ କ୍ରିକେଟ ଦଳର କୋଚ୍‌ ଏବଂ ଆସାମ କ୍ରିକେଟ ଏକାଡେମୀର ନିର୍ଦ୍ଦେଶକ ମଧ୍ୟ ଥିଲେ। ଓଡ଼ିଶା କ୍ରିକେଟ ଏକାଡେମୀର ବୈଷୟିକ ନିର୍ଦ୍ଦେଶକ ନିଯୁକ୍ତ ହୋଇଥିବାରୁ ସେ ଓସିଏର ଭିଜନ ୨୦୨୪ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri