ମେ’ ୩୧ରୁ ଚମକିବ ଏହି ୩ ରାଶି ଜାତକଧାରୀଙ୍କ ଭାଗ୍ୟ, ହଠାତ ଧନଲାଭର ଯୋଗ, ଜାଣନ୍ତୁ…

ବୈଦିକ ଜ୍ୟୋତିଷଶାସ୍ତ୍ରରେ ଶୁକ୍ର ଗ୍ରହ ପ୍ରାୟ ମାସକ ପରେ ନିଜ ସ୍ଥାନ ପରିବର୍ତ୍ତନ କରିଥାନ୍ତି। ଏହାର ପ୍ରଭାବ ମାନବ ଜୀବନ ସହ ଦେଶବିଦେଶରେ ଦେଖିବାକୁ ମିଳିଥାଏ। ମେ’ ୩୧ରୁ ଶୁକ୍ର ଗ୍ରହ ମେଷ ରାଶିରେ ଗୋଚର କରିବେ। ଏହାଦ୍ୱାରା ୩ ରାଶିର ବ୍ୟକ୍ତିବିଶେଷଙ୍କ ଭଲ ଦିନ ଆରମ୍ଭ ହୋଇଯିବ। ଏହି ସମୟରେ ସେମାନଙ୍କ ବୈବାହିକ ଜୀବନ ସହ ଧନଦୌଲତ ବୃଦ୍ଧି ପାଇବ। ଆସନ୍ତୁ ଜାଣିବା ରାଶିଗୁଡ଼ିକ କ’ଣ କ’ଣ?

ତୁଳା ରାଶି: ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ କରି ରାଶିର ସପ୍ତମ ଭାଗକୁ ଆସିବେ। ସେ ଆପଣଙ୍କ ରାଶିର ସ୍ବାମୀ। ଏଣୁ ଏହି ସମୟରେ ବୈବାହିକ ଜୀବନ ସୁଖରେ ଅତିବାହିତ କରିବେ। ଜୀବନସାଥୀଙ୍କ ପୂର୍ଣ୍ଣ ସହଯୋଗ ମିଳିବ। ପାରିବାରିକ ଜୀବନରେ ସୁଖଶାନ୍ତି ବଜାୟ ରହିବ। ସମ୍ପର୍କରେ ମଧୁରତା ଆସିବ। ଦମ୍ପତିମାନଙ୍କ ପାଇଁ ଏହି ସମୟ ଅନୁକୂଳ ଥିବା ବେଳେ ଅବିବାହିତମାନଙ୍କୁ ବିବାହ ଲାଗି ପ୍ରସ୍ତାବ ମିଳିବ।ସ୍ବାସ୍ଥ୍ୟ ଭଲ ରହିବ। ପାର୍ଟନରଶିପ୍‌ କାମରେ ଲାଭ ମିଳିବ।

ସିଂହ ରାଶି:
ଶୁକ୍ର ଗଅହର ଗୋରତ ସିଂହ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଭଲ ରହିବ। କାରଣ ଏହି ରାଶି ପରିବର୍ତ୍ତନ ଯୋଗୁ ସମସ୍ତ କାର୍ଯ୍ୟରେ ଭାଗ୍ୟ ସାଥ୍‌ ଦେବ। ଅଟକିଥିବା କାର୍ଯ୍ୟ ସମାପ୍ତ ହେବ। ଫଳରେ ଆପଣଙ୍କ ଧନସମ୍ପତ୍ତି ବୃଦ୍ଧି ହେବ। ସେହିଭଳି ଛୋଟବଡ଼ ଯାତ୍ରା କରିପାରିବେ। ବ୍ୟବସାୟିକ ଜୀବନରେ ସଫଳତା ମିଳିବ। ନୂଆ ନେଣଦେଣରୁ ଲାଭ ମିଳିବ। ପାରିବାରିକ ଜୀବନରେ ସୁଖଶାନ୍ତି ବଜାୟ ରହିବ। ସମ୍ପର୍କ ମଜଭୂତ ହେବ।

ମେଷ ରାଶି: ଆପଣଙ୍କ ପାଇଁ ଶୁକ୍ର ଗ୍ରହର ଗୋଚର ଲାଭପ୍ରଦ ସାବ୍ୟସ୍ତ ହେବ। କାରଣ ଏହି ଗ୍ରହ ଆପଣଙ୍କ ରାଶିର ଲଗ୍ନ ଭାବରେ ରହିବେ। ଏହି ସମୟରେ ଆପଣଙ୍କୁ ସମୟ ସମୟରେ ଆକସ୍ମିକ ଧନଲାଭ ହେବ। ଚାକିରିରେ ପ୍ରମୋଶନର ସୁଯୋଗ ରହିଛି। ବ୍ୟବସାୟୀଙ୍କୁ ଲାଭ ମିଳିବ। ନୂଆ ବ୍ୟବସାୟିକ ସମ୍ପର୍କ ସ୍ଥାପନ ହେବ। ଫସି ରହିଥିବା ଟଙ୍କା ମିଳିବ। ବୈବାହିକ ଜୀବନ ସୁଖମୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri