୨୦୨୫ରେ ଏସବୁ ରାଶିର ବ୍ୟକ୍ତିଙ୍କ ଚମକିବ ଭାଗ୍ୟ: ବଢ଼ିବ ପଦ ପ୍ରତିଷ୍ଠା, ପ୍ରଚୁର ଧନଲାଭର ସୁଯୋଗ…

ଆଉ ଦିନ କେଇଟା ପରେ ଆରମ୍ଭ ହେବ ବର୍ଷ ୨୦୨୫। ଏହି ବର୍ଷ ଶୁକ୍ର ଗ୍ରହଙ୍କ ଚଳନରେ ୧୦ ପରିବର୍ତ୍ତନ ହେବାକୁ ଯାଉଛି। ଏହାର ପ୍ରଭାବ ସମସ୍ତ ରାଶି ଉପରେ ପଡ଼ଇବ। ହେଲେ ୩ ରାଶି ଏଭଳି ଅଛନ୍ତି, ଯାହାଙ୍କ ଭାଗ୍ୟ ଏବେ ଚମକିପାରେ। କେବଳ ଏତିକି ନୁହେଁ ଏସବୁ ରାଶିର ଧନସମ୍ପତ୍ତିରେ ବୃଦ୍ଧି ଘଟିପାରେ। ଆସନ୍ତୁ ଜାଣିବା:

ମେଷ ରାଶି: ଏହି ରାଶିର ଜାତକଧାରୀଙ୍କ ପାଇଁ ଶୁକ୍ର ଗ୍ରହଙ୍କ ଗୋଚର ଲାଭପ୍ରଦ ସାବ୍ୟସ୍ତ ହୋଇପାରେ। ଏ ସମୟରେ ବ୍ୟବସାୟୀଙ୍କୁ ଧନଲାଭ ହୋଇପାରେ। ଯେଉଁମାନେ ଚାକିରି ଖୋଜୁଛନ୍ତି, ସେମାନଙ୍କୁମିଳିପାରେ। ସେହିଭଳି ସ୍ବାସ୍ଥ୍ୟରେ ସୁଧାର ହୋଇପାରେ। ଯେଉଁମାନେ ଅବିବାହିତ ଅଛନ୍ତି, ସେମାନଙ୍କ ବିବାହ ହୋଇପାରେ। ଚାକିରି କ୍ଷେତ୍ରରେ ବରିଷ୍ଠଙ୍କ ସହଯୋଗ ମିଳିବ। ପ୍ରମୋଶନର ଯୋଗ ସୃଷ୍ଟି ହେଉଛି। ପରିବାରରେ ଖୁସିର ବାତାବରଣ ରହିବ।

ବିଛା ରାଶି: ଶୁକ୍ରଗ୍ରହର ଗୋଚର ବିଛା ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଲାଭପ୍ରଦ ସାବ୍ୟସ୍ତ ହେବ। ଏହି ସମୟରେ ଆପଣଙ୍କ ଆୟ ବୃଦ୍ଧି ପାଇବ। ଏଥିସହ ଆୟର ନୂଆ ନୂଆ ଉପାୟ ମିଳିବ। କାର୍ଯ୍ୟକ୍ଷେତ୍ରରେ ଆୟ ବଢ଼ିବ। ଅଟକିଥିବା ଧନ ମିଳିବ। ସମ୍ପର୍କ ମଜଭୂତ ହେବ। ପ୍ରେମ ଜୀବନରେ ରୋମାଞ୍ଚ ମିଳିବ। ଆପଣ କୌଣସି ବାହନ ଏବଂ ସମ୍ପତି କିଣିପାରନ୍ତି। ଯଦି ଆପଣ ସିଙ୍ଗଲ ତେବେ ଆପଣଙ୍କ ଜୀବନରେ କେହି ଆସିପାରନ୍ତି। ଏହି ବର୍ଷ ଆପଣଙ୍କ ସମସ୍ତ ଇଚ୍ଛା ପୂରଣ ହେବ।

ଧନୁ ରାଶି: ଏହି ରାଶିର ଜାତକଧାରୀଙ୍କ ପାଇଁ ଶୁକ୍ର ଗ୍ରହର ରାଶି ପରିବର୍ତ୍ତନ ଶୁଭ ରହିବ। ଏହି ସରେ ପୈତୃକ ସମ୍ପତ୍ତିର ସୁଖ ମିଳିପାରେ। ଚାକିରିଆ ଲୋକଙ୍କୁ କର୍ମକ୍ଷେତ୍ରରେ ନୂଆ ଦାୟିତ୍ୱ ମିଳିପାରେ। ଚାକିରିଆମାନଙ୍କ ପ୍ରମୋଶନ ଏବଂ ପଦୋନ୍ନତି ହୋଇପାରେ। ସେହିଭଳି ପରିବାର ସହ ଯାତ୍ରା କରିପାରନ୍ତି। ପୁରୁଣା ରୋଗରୁ ରକ୍ଷା ପାଇବେ। ଅଟକି ଥିବା ଧନ ଫେରସ୍ତ ମିଳିବ। ସମ୍ପର୍କ ମଜଭୂତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri