Posted inଖେଳ

ଟେନିସକୁ ଫେରିବେ ଭେନସ ଓ୍ବିଲିୟମ

ଓ୍ବାଶିଂଟନ,୨୧ା୭: ଭେନସ ଓ୍ବିଲିୟମ ଟେନିସ ଜଗତକୁ ପ୍ରତ୍ୟାବର୍ତ୍ତନ କରିବେ। ଏକ ବର୍ଷରୁ ଅଧିକ ସମୟ ପରେ ଡିସି ଓପନରେ ଭାଗ ନେବାକୁ ଯାଉଛନ୍ତି। ଏହି ଅବସରରେ ସେ କହିଛନ୍ତି, ତାଙ୍କ ସାନ ଭଉଣୀ ଯଦି ଅବସରରୁ ପ୍ରତ୍ୟାବର୍ତ୍ତନ କରନ୍ତି ତେବେ ସେ ଖୁସି ହେବେ।

୪୩ ବର୍ଷୀୟା ସେରେନା ୨୦୨୨ ୟୁଏସ୍‌ ଓପନ ପରଠାରୁ ଆଉ ଖେଳି ନାହାନ୍ତି। ଏକଦା ସେ ଟେନିସରେ ଆଧିପତ୍ୟ ବିସ୍ତାର କରି ୨୩ ଗ୍ରାଣ୍ଡସ୍ଲାମ ସିଙ୍ଗଲ୍ସ ଟାଇଟଲ ହାସଲ କରିଥିବା ବେଳେ ଭେନସଙ୍କ ସହିତ ୧୪ ଡବଲ୍ସ ଜିତିଥିଲେ।

ଭେନସ କହିଛନ୍ତି, ନିକଟରେ ଏକ ପ୍ରାକ୍ଟିସ ସେସନରେ ସେରେନା ତାଙ୍କ ସହିତ ୧୫ରୁ ୨୦ ମିନିଟ ଖେଳିଥିଲେ। ଦୁଇ ଭଉଣୀ ଏକଦା ଶ୍ରେଷ୍ଠ ଡବଲ୍ସ ଖେଳାଳି ଥିଲେ। ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗ ହାସଲ କରିପାରିଥିଲେ।

ଭେନସ ଗତ ମାସରେ ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ତାଙ୍କ କ୍ୟାରିୟରରେ ୭ ସିଙ୍ଗଲ୍ସ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ସେ ତନ୍ମଧ୍ୟରୁ ୨ଟି ୟୁଏସ୍‌ ଓପନ ଏବଂ ୫ଟି ଓ୍ବିମ୍ବେଲଡନରେ ଜିତିଛନ୍ତି।

ସେ ତାଙ୍କର ଶେଷ ଟୁର୍ନାମେଣ୍ଟ ୨୦୨୪ ମାର୍ଚ୍ଚରେ ମାୟାମି ଓପନ ଖେଳିଥିଲେ। ଏଥିରେ ସେ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିଲେ। ବହୁ ଦିନ ହେଲା ଅଫିସିଆଲ ଡବ୍ଲ୍ୟୁଟିଏ ଓ୍ବେବ୍‌ ସାଇଟ୍‌ର ଅଣ ସକ୍ରିୟ ଖେଳାଳି ତାଲିକାରେ ତାଙ୍କ ନାମ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?