Posted inଜାତୀୟ

ଇଡବ୍ଲୁଏସ୍‌ ସଂରକ୍ଷଣ ଉପରେ ରାୟ ନଭେମ୍ବର ୭ରେ…

ନୂଆଦିଲ୍ଲୀ,୫।୧୧ : ଶିକ୍ଷା ଏବଂ ରୋଜଗାର କ୍ଷେତ୍ରରେ ଆର୍ଥିକ ଦୁର୍ବଳ ବର୍ଗଙ୍କ ପାଇଁ ସଂରକ୍ଷଣ ନେଇ କରାଯାଇଥିବା ଆବେଦନର ରାୟ ନଭେମ୍ବର ୭ରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ପ୍ରକାଶ ପାଇବ। ସୁପ୍ରିମ୍‌କୋର୍ଟର ସାମ୍ବିଧାନିକ ପୀଠ ୧୦୩ ସାମ୍ବିଧାନିକ ସଂଶୋଧନର ବୈଧତା ନେଇ ରାୟକୁ ଗତମାସରେ ସଂରକ୍ଷିତ ରଖିଥିଲେ।
ଖବର ଅନୁସାରେ ସୋମବାର ପୂର୍ବାହ୍ନ ୧୦ଟା ୩୦ରେ ସୁପ୍ରିମକୋର୍ଟ ୧୦ ପ୍ରତିଶତ ଇଡବ୍ଲୁଏସ୍‌ ସଂରକ୍ଷଣ ଉପରେ ନିଜର ରାୟ ଦେବେ।

ସୂଚନାଯୋଗ୍ୟ,ପ୍ରଧାନବିଚାରପତି ୟୁୟୁ ଲଳିତ, ବିଚାରପତି ଦିନେଶ ମାହେଶ୍ୱରୀ, ଏସ.ରବୀନ୍ଦ୍ର ଭଟ୍ଟ, ବେଲା ଏସ୍‌. ତ୍ରିବେଦୀ ଏବଂ ଜେବି ପାରଦିଓ୍ବାଲାଙ୍କ ନେତୃତ୍ୱରେ ଗଠିତ ପାଞ୍ଚ ଜଣିଆ ସାମ୍ବିଧାନିକ ପୀଠ ଏହାର ବିଚାର କରିଥିଲେ।

୨୦୧୯ରେ ୧୦୩ ସାମ୍ବିଧାନିକ ସଂଶୋଧନ ପରେ ୧୦ ପ୍ରତିଶତ ଇଡବ୍ଲୁଏସ୍‌ ସଂରକ୍ଷଣ ଲାଗୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri