Posted inଖେଳ

ଭର୍ଷ୍ଟାପେନ ଜିତିଲେ ବେଲଜିଆନ ଗ୍ରାଁ ପ୍ରି

ସ୍ପା-ଫ୍ରାଙ୍କୋଚାମ୍ପ୍ସ (ବେଲଜିୟମ), ୩୧।୭ (ଏପି): ଡିଫେଣ୍ଡିଂ ଫର୍ମୁଲାଓ୍ବାନ ଚାମ୍ପିୟନ ମ୍ୟାକ୍ସ ଭର୍ଷ୍ଟାପେନ ରବିବାର ଅନୁଷ୍ଠିତ ବେଲଜିଆନ ଗ୍ରାଁ ପ୍ରି ଫର୍ମୁଲାଓ୍ବାନ ମୋଟରରେସିଂ ବିଜେତା ହୋଇଛନ୍ତି। ପୂରା ସିଜନରେ ଆଧିପତ୍ୟ ବିସ୍ତାର କରିଥିବା ଏହି ରେଡ୍‌ବୁଲ୍‌ ଡ୍ରାଇଭର କ୍ରମାଗତ ୮ମ ଏବଂ ଓଭରଅଲ୍‌ ୧୦ମ ଗ୍ରାଁ ପ୍ରି ବିଜୟ ହାସଲ କରିଛନ୍ତି। ସେ ଏଠାରେ ଟିମ୍‌ ମେଟ୍‌ ସର୍ଗିଓ ପେରେଜଙ୍କଠାରୁ ୨୨.୩ ସେକେଣ୍ଡ ଆଗରେ ରହି ରେସ୍‌ ଫିନିଶ୍‌ କରିଥିଲେ। ଫଳରେ ରେଡ୍‌ବୁଲ୍‌ ପ୍ରଥମ ୨ ସ୍ଥାନ ଅଧିକାର କରି ନେଇଥିଲା।

ଏଠାରେ ବିଜୟ ଫଳରେ ଭର୍ଷ୍ଟାପେନ କ୍ରମାଗତ ୩ୟ ଥରପାଇଁ ବିଶ୍ୱ ଟାଇଟଲ ଜିତିବାର ନିକଟତର ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଫେରାରୀର ଚାଲର୍‌ସ ଲେକରେକ, ମର୍ସିଡିଜ୍‌ର ଲୁଇସ ହାମିଲଟନ, ଆଷ୍ଟନ ମାର୍ଟିନର ଫର୍ମାଣ୍ଡୋ ଆଲୋଁସୋ, ମର୍ସିଡିଜ୍‌ର ଜର୍ଜ ରସେଲ, ମ୍ୟାକଲରେନର ଲାନ୍‌ଲୋ ନୋରିସ, ଆଲପିନେର ଇଷ୍ଟାବନ ଓକନ, ଅଷ୍ଟେନ ମାର୍ଟିନର ଲାନ୍ସ ଷ୍ଟ୍ରଲ୍‌ ଏବଂ ଆଲ୍‌ଫା ଟୌରୀର ୟୁକି ସୁନୋଡା ଯଥାକ୍ରମେ ତୃତୀୟରୁ ୧୦ମ ସ୍ଥାନ ଅଧିକାର କରିଛନ୍ତି। ଡ୍ରାଇଭର୍ସ ଷ୍ଟାଣ୍ଡିଂରେ ଭର୍ଷ୍ଟାପେନ ୩୧୪ ପଏଣ୍ଟ ସହିତ ଶୀର୍ଷରେ ଅପରିବର୍ତ୍ତିତ ରହିଛନ୍ତି।

ପେରେଜ ୧୮୯ ପଏଣ୍ଟ ପାଇଛନ୍ତି। ଅର୍ଥାତ୍‌ ପେରେଜଙ୍କଠାରୁ ୧୨୫ ପଏଣ୍ଟରେ ଆଗୁଆ ରହି ଭର୍ଷ୍ଟାପେନ ଟାଇଟଲ ଦିଗରେ ଅଗ୍ରସର ହୋଇଛନ୍ତି। ଅଗଷ୍ଟ ୨୭ରେ ହେବାକୁଥିବା ଡଚ୍‌ ଗ୍ରାଁ ପ୍ରିରେ ବିଜୟୀ ହେଲେ ସେ ସେବାଷ୍ଟିଆନ ଭେଟେଲଙ୍କ କ୍ରମାଗତ ୯ମ ଗ୍ରାଁ ପ୍ରି ବିଜୟ ରେକର୍ଡର ସମକକ୍ଷ ହେବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri