Posted inଖେଳ

ଜାପାନିଜ୍‌ ଗ୍ରାଁ ପ୍ରି ଜିତିଲେ ଭର୍ଷ୍ଟାପେନ୍‌

ସୁଜୁକା,୨୫ା୯(ପି.ଟି.): ରବିବାର ଜାପାନିଜ୍‌ ଗ୍ରାଁ ପ୍ରି ଟାଇଟଲ ବିଜୟୀ ହୋଇଛନ୍ତି ମାକ୍ସ ଭର୍ଷ୍ଟାପେନ୍‌। ସେ ନିଜର ଚମତ୍କାର ଫର୍ମ ଜାରି ରଖିବା ସହ କ୍ରମାଗତ ତୃତୀୟ ଡ୍ରାଇଭର୍ସ ଚାମ୍ପିୟନଶିପ୍‌ ବିଜୟୀ ହେବାକୁ ଯାଉଛନ୍ତି। ଏକ ସପ୍ତାହ ତଳେ ସିଙ୍ଗାପୁରରେ ପୋଡିୟମ ଫିନିଶରୁ ବଞ୍ଚିତ ହୋଇଥିବା ଭର୍ଷ୍ଟାପେନ୍‌ ପୁନର୍ବାର ବିଜୟଧାରାକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ମ୍ୟାକ୍‌ଲରେନ୍‌ର ଲାଣ୍ଡୋ ନୋରିସ୍‌ ଭର୍ଷ୍ଟାପେନଙ୍କଠାରୁ ୧୯.୪ ସେକେଣ୍ଡ ପଛରେ ରହି ଦ୍ୱିତୀୟ ସ୍ଥାନରେ ରେସ୍‌ ଶେଷ କରିଥିଲେ। ମ୍ୟାକ୍‌ଲରେନର ଓସ୍କାର ପିଆଷ୍ଟ୍ରି ତୃତୀୟ ସ୍ଥାନରେ ରହିଥିଲେ। ଚଳିତ ସିଜନରେ ଏହା ଭର୍ଷ୍ଟାପେନଙ୍କ ୧୩ ତମ ବିଜୟ। ଏହି ବିଜୟ ସହିତ ରେଡ୍‌ବୁଲ ଚଳିତ ବର୍ଷର କନଷ୍ଟ୍ରକ୍ଟର ଟାଇଟଲ୍‌ ହାସଲ କରିଛି। ଏହା ଦଳର କ୍ରମାଗତ ତଥା ଓଭର ଅଲ ଷଷ୍ଠ ଟାଇଟଲ୍‌।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ ସମର୍ଥନ କରି ଚାକିରି ଛାଡିଲେ ଉତ୍ତରାଖଣ୍ଡ ପୋଲିସ! ଆନ୍ଦୋଳନକୁ ନେଇ କଲେ ବଡ଼ ଖୁଲାସା,ଦେଶରେ ଚହଳ…

ନୂଆଦିଲ୍ଲୀ,୨୪।୭: CJP ମଞ୍ଚ ଏହାର ଚାଲିଥିବା ପ୍ରତିବାଦ ଯୋଗୁଁ ଦେଶବ୍ୟାପୀ ଦୃଷ୍ଟି ଆକର୍ଷଣ କରିଛି। ଏବେ, ସେଠାରେ ଏକ ଘଟଣା ଘଟିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…

ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି।…

ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦି, Gen-Z ଙ୍କ ସହ ମିଶିବା ପାଇଁ Insta ଖୋଲନ୍ତୁ…

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ମନ୍ତ୍ରୀମାନଙ୍କୁ ଜେନ୍-ଜି (Gen-Z) ବା ଆଜିକାଲିର ଯୁବବର୍ଗଙ୍କ ସହ ଯୋଡ଼ିହେବା ପାଇଁ ଇନ୍‌ଷ୍ଟାଗ୍ରାମ୍ (Instagram) ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି।…

ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ।…

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ।…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri