ସ୍କୁଲ ଉପରେ ଖସି ପଡ଼ିଲା ଫାଇଟର ଜେଟ୍‌

ତେହରାନ,୨୧।୨: ଉତ୍ତରପୂର୍ବାଞ୍ଚଳ ସହର ଜାବ୍ରିଜର ସ୍କୁଲ ଉପରେ ସୋମବାର ଇରାନର ଏକ ଏଫ୍‌-୫ ଫାଇଟର ଜେଟ୍‌ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ବିମାନର ୨ କ୍ରୁ ମେମ୍ବର ଓ ଜଣେ ସ୍ଥାନୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଧିକାରୀ କହିଛନ୍ତି।

“ଭାଗ୍ୟବଶତଃ କୋଭିଡ୍‌-୧୯ ମହାମାରୀ କାରଣରୁ ସ୍କୁଲ ବନ୍ଦ ଥିଲା” ବୋଲି ସ୍ଥାନୀୟ ଅଧିକାରୀ ମହମ୍ମଦ ବାଘର ହୋନାରଭର କହିଛନ୍ତି।

ଦୁର୍ଘଟଣାଗ୍ରସ୍ତ ବିମାନ ଟ୍ରେନିଂ ମିଶନରେ ଥିଲା। ସକାଳ ପ୍ରାୟ ୯ଟା ବେଳେ ସହରର କେନ୍ଦ୍ରୀୟ ଜିଲା ମୋନାଜେମରେ ଖସି ପଡ଼ିଥିଲା। ସ୍କୁଲ କମ୍ପାଉଣ୍ଡରେ ଥିବା କାନ୍ଥରେ ମାଡ଼ ହୋଇଥିଲା। ଦୁର୍ଘଟଣାସ୍ଥଳରେ ବଡ଼ ଧରଣ ବିସ୍ଫୋରଣ ପରେ ଅଗ୍ନିଶମ କର୍ମୀ ନିଆଁ ଲାଭା କାର୍ଯ୍ୟରେ ମୁତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri