ସ୍କୁଲ ଉପରେ ଖସି ପଡ଼ିଲା ଫାଇଟର ଜେଟ୍‌

ତେହରାନ,୨୧।୨: ଉତ୍ତରପୂର୍ବାଞ୍ଚଳ ସହର ଜାବ୍ରିଜର ସ୍କୁଲ ଉପରେ ସୋମବାର ଇରାନର ଏକ ଏଫ୍‌-୫ ଫାଇଟର ଜେଟ୍‌ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ବିମାନର ୨ କ୍ରୁ ମେମ୍ବର ଓ ଜଣେ ସ୍ଥାନୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଧିକାରୀ କହିଛନ୍ତି।

“ଭାଗ୍ୟବଶତଃ କୋଭିଡ୍‌-୧୯ ମହାମାରୀ କାରଣରୁ ସ୍କୁଲ ବନ୍ଦ ଥିଲା” ବୋଲି ସ୍ଥାନୀୟ ଅଧିକାରୀ ମହମ୍ମଦ ବାଘର ହୋନାରଭର କହିଛନ୍ତି।

ଦୁର୍ଘଟଣାଗ୍ରସ୍ତ ବିମାନ ଟ୍ରେନିଂ ମିଶନରେ ଥିଲା। ସକାଳ ପ୍ରାୟ ୯ଟା ବେଳେ ସହରର କେନ୍ଦ୍ରୀୟ ଜିଲା ମୋନାଜେମରେ ଖସି ପଡ଼ିଥିଲା। ସ୍କୁଲ କମ୍ପାଉଣ୍ଡରେ ଥିବା କାନ୍ଥରେ ମାଡ଼ ହୋଇଥିଲା। ଦୁର୍ଘଟଣାସ୍ଥଳରେ ବଡ଼ ଧରଣ ବିସ୍ଫୋରଣ ପରେ ଅଗ୍ନିଶମ କର୍ମୀ ନିଆଁ ଲାଭା କାର୍ଯ୍ୟରେ ମୁତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ରାସ୍ତା ଦେଇ ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍‌ ଟନ୍‌ ଗହମ ପଠାଇବ ଭାରତ

ନୂଆଦିଲ୍ଲୀ/କାବୁଲ,୧୦।୩: ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍‌ ଟନ୍‌ ଗହମ ପଠାଇବ ଭାରତ। ଇରାନର ଚବାହାର ପୋର୍ଟ ଦେଇ ଏହି ଗହମ ସପ୍ଲାଇ କରାଯିବ। ଗୁରୁବାର ଦିଲ୍ଲୀରେ ଇଣ୍ଡିଆ-ସେଣ୍ଟ୍ରାଲ...

ଈଶ୍ୱର ଭିକ୍ଷାରେ ପାଣି ଦିଅନ୍ତୁ

ସାଣ୍ଟିଆଗୋ, ୧୫ା୬: ୨୦ ବର୍ଷ ତଳେ ମଧ୍ୟ-ଚିଲିର ଭାଲପାରାଇସୋ ସହରର ପ୍ରମୁଖ ଜଳଉତ୍ସ ଥିବା ପେନୁଲାସ୍‌ ହ୍ରଦ ଏବେ ଜଳଶୂନ୍ୟ ହୋଇଛି। ଯେଉଁଥିରେ ପୂର୍ବରୁ ୩୮...

ପାକିସ୍ତାନ ମାନବାଧିକାର ବିଷୟରେ ଜାଣିଛି କ’ଣ

ନୂଆଦିଲ୍ଲୀ, ୧୬ା୯: ନିଜ ଦେଶରେ ହିନ୍ଦୁ, ଶିଖଙ୍କ ଭଳି ଅଳ୍ପ ସଂଖ୍ୟକକୁ ସୁରକ୍ଷା ଦେଇପାରୁ ନାହିଁ। ପାକିସ୍ତାନ ଓ ପିଓକେରେ ଅଳ୍ପ ସଂଖ୍ୟକ ସମ୍ପ୍ରଦାୟର ହଜାର...

ବ୍ରିଟେନ୍‌ରେ ସୋନୁଙ୍କୁ ଆଇକନ୍‌ ଆଓ୍ବାର୍ଡ

ଲଣ୍ଡନ, ୨୧ା୯(ପି.ଟି.): ବଲିଉଡ୍‌ ଗାୟକ ସୋନୁ ନିଗମ୍‌ଙ୍କୁ ବ୍ରିଟେନରେ ଏକବିଂଶ ଶତାଦ୍ଦୀର ଆଇକନ୍‌ ଆଓ୍ବାର୍ଡ ମିଳିଛି। ପ୍ରବାସୀ ଭାରତୀୟ ତରୁନ୍‌ ଗୁଲାଟି ଓ ପ୍ରୀତି ରାଣାଙ୍କ...

ପରମାଣୁ ପାଓ୍ବାର ପ୍ଲାଣ୍ଟ ଉପରେ ରୁଷିଆର ଆକ୍ରମଣ

କ୍ୱିଭ୍‌,୪।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧର ଆଜି ନବମ ଦିନ। ରୁଷିଆ ପକ୍ଷରୁ ଆକ୍ରମଣ ଜାରି ରଖିବାବେଳେ ଶୁକ୍ରବାର ୟୁକ୍ରେନର ଜାପୋରିଜିଆ ପରମାଣୁ ଶକ୍ତି କେନ୍ଦ୍ରରେ ଅଗ୍ନିକାଣ୍ଡ...

ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମକୁ ୨୦୨୦ ବର୍ଷର ନୋବେଲ ଶାନ୍ତି ପୁରସ୍କାର

ଷ୍ଟକହୋମ,୯ ।୧୦: ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ବା ୱାର୍ଲଡ ଫୁଡ୍ ପ୍ରୋଗ୍ରାମ(ଡପ୍ଲୁଏଫ୍‌ପି)କୁ ୨୦୨୦ ବର୍ଷ ପାଇଁ ନୋବେଲ ଶାନ୍ତି ପୁରସ୍କାର ଦେବାକୁ ଘୋଷଣା କରାଯାଇଛି ।...

କଶ୍ମୀର ପ୍ରସଙ୍ଗରେ ପାକିସ୍ତାନକୁ ଝଟକା: ଦ୍ୱିପାକ୍ଷିକ ଆଲୋଚନା ମାଧ୍ୟମରେ ସମାଧାନ ଲାଗି ଚାଇନାର ପରାମର୍ଶ

ବେଜିଂ,୧୦ା୧୦(ପି.ଟି.): ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ଆସନ୍ତା ୧୧ ଓ ୧୨ ତାରିଖ ଦୁଇଦିନ ଭାରତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିତୀୟ...

ଭୋକରେ ରହିବେ କୋଟିଏରୁ ଅଧିକ ଆଫଗାନୀ ଶିଶୁ…

ଜେନେଭା,୨୬।୮: ଆଫଗାନିସ୍ତାନରେ ତାଲିବାନ ଶାସନ ଯୋଗୁଁ ସୃଷ୍ଟି ହୋଇଥିବା ଶରଣାର୍ଥୀ ସଙ୍କଟ ମଧ୍ୟରେ ମହିଳା ଏବଂ ଶିଶୁଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଜାତିସଂଘର ୟୁନିସେଫ୍‌ ପକ୍ଷରୁ ଏକ...

Advertisement
Archives

Model This Week