Posted inଫୁରସତ

ପରିବାରରେ କାହାର ମୃତ୍ୟୁ ହେଲେ ଏହି ଦେଶର ମହିଳାଙ୍କୁ ମିଳେ ଅଜବ ଦଣ୍ଡ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଦୁନିଆରେ ଅନେକ ବିପଜ୍ଜନକ ରୀତିନୀତି ଏବଂ ପରମ୍ପରା ରହିଛି। ସେଗୁଡ଼ିକ ବିଷୟରେ ଜାଣିଲେ ଲୋମ ଟାଙ୍କୁରି ଉଠିବ। ଅନେକ ଦେଶର ସରକାର ଏହିପରି ଅନେକ ରୀତିନୀତି ଏବଂ ପରମ୍ପରାକୁ ନିଷିଦ୍ଧ କରିଛନ୍ତି। ତଥାପି ଏମିତି କିଛି ଦେଶ ଅଛି, ଯେଉଁଠାରେ ଅଜବ ପରମ୍ପରା ପାଳନ କରାଯାଉଛି। ଆଜି ଏମିତି ଏକ ଦେଶର ପରମ୍ପରା ବିଷୟରେ କହିବୁ, ଯାହା ଜାଣି ଆଶ୍ଚର୍ଯ୍ୟ ହେବେ।

ସାଧାରଣତଃ ପରିବାରର କେହି ମରିଗଲେ ଅନ୍ୟମାନେ କାନ୍ଦିବା ସହ ମୃତଦେହ ପାଖରେ ଠିଆ ହୋଇଥାନ୍ତି। ମାତ୍ର ଏମିତି ଏକ ଦେଶ ଅଛି, ଯେଉଁଠି ପରିବାରର କୌଣସି ଲୋକଙ୍କର ମୃତ୍ୟୁ ଘଟିଲେ ଘରର ମହିଳାଙ୍କ ଆଙ୍ଗୁଠି କାଟି ଦିଆଯାଏ। ଏପରି ଅଜବ ତଥା ବିପଜ୍ଜନକ ପରମ୍ପରା ଇଣ୍ଡୋନେସିଆରେ ଦେଖିବାକୁ ମିଳେ।

ଏକ ରିପୋର୍ଟ ଅନୁଯାୟୀ, ଦାନି ଜନଜାତିର ମହିଳାମାନଙ୍କୁ ପରିବାର ସଦସ୍ୟଙ୍କ ମୃତ୍ୟୁ ଯନ୍ତ୍ରଣା ବ୍ୟତୀତ ଶାରୀରିକ ଯନ୍ତ୍ରଣା ଭୋଗିବାକୁ ପଡ଼ିଥାଏ। ଏହି ଜନଜାତିର ମହିଳାମାନେ ରୀତିନୀତି ପାଇଁ ଆଙ୍ଗୁଠିର ଉପର ଅର୍ଦ୍ଧକୁ କାଟି ଦିଆଯାଏ।

ବିଶ୍ୱାସ କରାଯାଏ, ଜଣେ ମହିଳାଙ୍କ ଆଙ୍ଗୁଠି କାଟି ଦେଲେ ମରିଥିବା ବ୍ୟକ୍ତିଙ୍କ ଆତ୍ମା ଶାନ୍ତି ମିଳିଥାଏ। ଏହି ଜନଜାତିର ଜନସଂଖ୍ୟା ୨.୫ ଲକ୍ଷ। ଏମାନେ ପଶ୍ଚିମ ନ୍ୟୁ ଗିନିର ଉଚ୍ଚଭୂମିରେ ବାସ କରନ୍ତି। ଏହି ଜନଜାତିର ଲୋକମାନେ ମୃତକମାନଙ୍କ ମୃତଦେହକୁ ସାଇତି ରଖିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri