ଅତି ଭୀଷଣ ବେଗରେ ମାଡିଆସୁଛି ‘ୟାସ୍‌’: ଆଉ ମାତ୍ର ଧାମରାଠାରୁ ୪୦ କି.ମି ଦୂରରେ

ପ୍ରବଳ ବେଗରେ ମାଡିଆସୁଛି ବାତ୍ୟା ୟାସ। ଏହା ଏବେ ଧାମରା ନିକଟକୁ ଆଉ ମାତ୍ର ୪୦ କିମି ଓ ବାଲେଶ୍ୱର ଠାରୁ ୯୦କିମି ଦୂରରେ ରହିଛି। ଏବେ ଏହା ଘଣ୍ଟାପ୍ରତି ୧୫ କିମି ବେଗରେ ଆଗକୁ ମାଡି ଚାଲିଛି। ବାତ୍ୟା ୟାସ ଦିନ ୧୧ଟାରୁ ୧ଟା ମଧ୍ୟରେ ଉତ୍ତର ଧାମରା ଓ ଦକ୍ଷିଣ ବାଲେଶ୍ୱରରେ ଲ୍ୟାଣ୍ଡଫଲ କରିବ। ପୂର୍ବରୁ ଲ୍ୟାଣ୍ଡଫଲ ବେଳେ ଏହାର ସର୍ବାଧିକ ବେଗ ୧୮୫ କିମି ରହିବ ବୋଲି କୁହାଯାଇଥିଲା। ହେଲେ ଏବେ ଏହା ୧୩୦ରୁ ୧୪୦ କିମିକୁ ଖସି ଆସିଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ପାଣିପାଗ ବିଭାଗର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଦିନ ୧୦ଟାରେ ବାତ୍ୟା ୟାସର ଲ୍ୟାଣ୍ଡଫଲ ଆରମ୍ଭ ହେବ। ଦିନ ୧୧ଟାରୁ ୧ଟା ମଧ୍ୟରେ ବାତ୍ୟା ଉପକୂଳ ଅତିକ୍ରମ କରିବ। ଭୂପୃଷ୍ଠ ଛୁଇଁବା କ୍ଷଣି ୟାସ ଦୁର୍ବଳ ହେବା ଆରମ୍ଭ ହେବ। ବାଲେଶ୍ୱର ଜିଲାରେ ପବନର ବେଗ ସର୍ବାଧିକ ରହିବ। ପୂର୍ବରୁ ଆମେ ୧୫୫ରୁ ୧୬୫ କିମି ବେଗରେ ପବନ ବହିବ ବୋଲି କହିଥିଲୁ। କିନ୍ତୁ ଏବେ ଏହା ୧୩୦ରୁ ୧୪୦ କିମି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri