ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା: ୧୧୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ବଲିଉଡର ଜଣାଶୁଣା ଅଭିନେତା ତଥା ସମାଜସେବୀ ଚନ୍ଦ୍ରଶେଖର ବୈଦଙ୍କ ପରଲୋକ ଘଟିଛି। ବୟସ ସମ୍ବନ୍ଧୀୟ ସମସ୍ୟା ହେତୁ ଆଜି ସକାଳେ ଦେହାନ୍ତ ହୋଇଛି। ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। ସେ ନିଜ କ୍ୟାରିୟରରେ ୧୧୦ରୁ ଅଧିକ ଚଳଚ୍ଚିତ୍ର କରିଛନ୍ତି। ସେଥିମଧ୍ୟରୁ ସେ ୧୯୬୪ ମସିହାରେ ଫିଲ୍ମ ‘ଚା ଚା ଚା’ ଏବଂ ୧୯୬୬ ମସିହାରେ ଫିଲ୍ମ ‘ଷ୍ଟ୍ରିଟ ସିଙ୍ଗର’ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ। ସେ ରମାନନ୍ଦ ସାଗର ରାମାୟଣରେ ରାଜା ଦଶରଥଙ୍କ ସାଧାରଣ ମହାମନ୍ତ୍ରୀ ସୁମନ୍ତଙ୍କ ଭୂମିକାରେ ଅଭିନୟ କରିଥିଲେ। ସେ ଏହି ଭୂମିକାରୁ ବହୁ ଲୋକପ୍ରିୟତା ହାସଲ କରିଥିଲେ। ଚନ୍ଦ୍ରଶେଖର ରମାନନ୍ଦ ସାଗରଙ୍କର ଜଣେ ଘନିଷ୍ଠ ବନ୍ଧୁ ଥିଲେ। ଚନ୍ଦ୍ରଶେଖର ୧୯୨୩ ମସିହାରେ ହାଇଦ୍ରାବାଦରେ ଜନ୍ମଗ୍ରହଣ କରିଥିଲେ। ସେ ମଧ୍ୟ ଭାରତ ଛାଡ ଆନ୍ଦୋଳନରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ପାଇଁ ସମର୍ପିତ ରତି-ମିଟୁନା

କୁହାଯାଏ ଯୋଡ଼ି ସ୍ବର୍ଗରେ ତିଆରି ହୁଏ। ଆଉ ଉପରବାଲା ହିଁ ଜୀବନସାଥୀ ବାଛିଦିଏ। ଯିଏ ଯେଉଁଠି ଜନ୍ମ ହୋଇଥାଉ, ଯିଏ ଯେଉଁଠି ଯେଉଁ କାମ କରୁଥାଉ...

ପ୍ରଶଂସକଙ୍କ ହୃଦୟ ଜିତିଲା ଶାହାରୁଖଙ୍କ ଉତ୍ତର

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁ ଏବେ ତାଙ୍କ ଅପକମିଂ ଫିଲ୍ମ ପଠାନକୁ ନେଇ ଖୁବ ଚର୍ଚ୍ଚାରେ । ଏବେ ସେ ତାଙ୍କ ଫିଲ୍ମର ପ୍ରମୋଶନରେ...

ପସନ୍ଦ କରନ୍ତି ନାହିଁ ଜନ୍‌

ଜନ୍‌ ଆବ୍ରାହମ କେତେକ ବିଷୟକୁ ନେଇ ବେଶ୍‌ ସଚେତନ। ସେ କଦାପି କୌଣସି ପାର୍ଟି କିମ୍ବା ଡ୍ୟାନ୍ସ ପ୍ରୋଗ୍ରାମକୁ ଯାଆନ୍ତି ନାହିଁ। କାରଣ ସବୁବେଳେ ଏକ...

ଅନ୍ଧାରକୁ ଡରନ୍ତି କ୍ୟାଟ୍ରିନା

ବଲିଉଡ୍‌ର ଆଗଧାଡିର ଅନ୍ୟତମ ଅଭିନେତ୍ରୀ କ୍ୟାଟ୍ରିନା କୈଫ। ଚଳିତବର୍ଷ ଇଦ୍‌ ଅବସରରେ ତାଙ୍କ ଅଭିନୀତ ‘ଭାରତ’ ରିଲିଜ ହୋଇଛି। ଗୋଟିଏ ଜିନିଷକୁ ନେଇ ତାଙ୍କ ମନରେ...

ଆଜି ଅନ୍ତର୍ଜାତୀୟ ମାତୃ ଦିବସ: ଦୁନିଆର ସବୁଠୁ ଆପଣାର ମା’

ମା’ଙ୍କ ସହ ବିତିଥିବା ପ୍ରତି ମୁହୂର୍ତ୍ତ ସ୍ମରଣୀୟ କେବଳ ଗୋଟିଏ ଦିନ ନୁହେଁ, ପ୍ରତ୍ୟେକ ଦିନ ମାତୃ ଦିବସ। ମା’ଙ୍କ ପାଇଁ ହିଁ ସମସ୍ତେ ଏହି...

ଏପିସୋଡ ପିଛା ନିଅନ୍ତି୬୦ ହଜାର, ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ଟେଲି ଧାରାବାହିକ ‘କୁଣ୍ଡଲୀ ଭାଗ୍ୟ’ରେ ନଜର ଆସୁଛନ୍ତି ଅଭିନେତ୍ରୀ ଶ୍ରଦ୍ଧା ଆର଼୍ୟା। ପ୍ରୀତା ଭୂମିକାରେ ତାଙ୍କ ଅଭିନୟ ଦର୍ଶକଙ୍କ ମନ କିଣି ଆସୁଛି। ଏଥିଯୋଗୁ...

ନିଜଠୁ ୪ ବର୍ଷ ବଡ଼ ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ମହେଶ ବାବୁ, ପରିବାରରେ ପ୍ରଥମେ ଜଣାଇଥିଲେ ….

ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ମହେଶ ବାବୁ ନିଜର ଦୃଢ଼ ଅଭିନୟ ଏବଂ ସୁନ୍ଦର ଚେହେରା ସହିତ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଚଳିତ ବର୍ଷ ମହେଶ...

ଏହି ଫିଲ୍ମରେ ଅଭିନୟ ପାଇଁ ଗୋଟିଏ ଟଙ୍କା ବି ନେଇ ନ ଥିଲେ ଅମିତାଭ-ଜୟା: ହୋଇଗଲା ସୁପରହିଟ୍‌

୧୯୭୫ରେ ଋଷିକେଶ ମୁଖାର୍ଜୀଙ୍କ ଫିଲ୍ମ ‘ଚୁପକେ ଚୁପକେ’ ମୁକ୍ତିଲାଭ କରିଥିଲ। ଏହା ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ଏକ ହାସ୍ୟାତ୍ମକ ଚଳଚ୍ଚିତ୍ର ଥିଲା। ଏହି...

Advertisement
Archives

Model This Week