ଚାଲିଗଲେ ଭେଟେରାନ ଅଭିନେତା ସତୀଶ ଶାହା, ଦମ୍‌ଦାର ଅଭିନୟ ପାଇଁ…

ମୁମ୍ବାଇ,୨୫ା୧୦: ଭେଟେରାନ ଅଭିନେତା ସତୀଶ ଶାହାଙ୍କ ଶନିବାର ଅପରାହ୍ନରେ ପରଲୋକ ଘଟିଛି। ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।
‘ସରାଭାଇ Vs ସରାଭାଇ’, ଜାନେ ଭି ଦୋ ୟାରୋ ଏବଂ ମୈ ହୁଁ ନା’ରେ ତାଙ୍କ ଦମ୍‌ଦାର ଅଭିନୟ ପାଇଁ ସେ ବେଶ୍‌ ଲୋକପ୍ରିୟତା ହାସଲ କରିଥିଲେ। ୧୦୦ରୁ ଅଧିକ ଫିଲ୍ମରେ ହାସ୍ୟାଭିନେତା ଭୂମିକାରେ ନଜର ଆସିଥିଲେ ସତୀଶ । ଏହି ୭୪ ବର୍ଷୀୟ ଭେଟେରାନ ଅଭିନେତା କିଡ୍‌ନୀ ଜନିତ ରୋଗ ସହିତ ସଂଘର୍ଷ କରୁଥିଲେ। ଏପରିକି ତାଙ୍କର କିଡ୍‌ନୀ ପ୍ରତିରୋପଣ ବି କରାଯାଇଥିଲା।

ବର୍ତ୍ତମାନ ସୁଦ୍ଧା ତାଙ୍କ ମରଶରୀର ହସ୍ପିଟାଲରେ ରହିଛି, ରବିବାର ଅନ୍ତିମ ସଂସ୍କାର କରାଯିବାର କାର୍ଯ୍ୟକ୍ରମ ରହିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା…

ଆଜି ରାଜ୍ୟ ସଭା ଭୋଟ, ମଇଦାନରେ ୫ ପ୍ରାର୍ଥୀ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ସୋମବାର ଭୋଟ ହେବ। ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ,…

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ.…

ମୃତ୍ୟୁ ଗୁଜବକୁ ନେତନ୍ୟାହୁଙ୍କ ଜବାବ: କହିଲେ “ମୁଁ କଫି ପାଇଁ ମରିବାକୁ ପ୍ରସ୍ତୁତ”

ନୂଆଦିଲ୍ଲୀ,୧୫।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁଙ୍କ ମୃତ୍ୟୁକୁ ନେଇ ଚାଲିଥିବା ଗୁଜବ ଉପରେ ପଡିଛି ପୂର୍ଣ୍ଣଚ୍ଛେଦ। ଏକ ନୂଆ ଭିଡିଓ ଜାରି କରି ନେତନ୍ୟାହୁ ଇରାନକୁ ଚମତ୍କାର…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର, ଆସୁଛି ୮୦ ହଜାର ଟନ୍ ଅଶୋଧିତ ତୈଳ

ନୂଆଦିଲ୍ଲୀ,୧୫।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି । ଭାରତୀୟ ପତାକା ଲାଗିଥିବା ଅଶୋଧିତ ତୈଳ ଟ୍ୟାଙ୍କର୍ ଜଗ୍ ଲାଡକି…

ଭାରତରେ ମହଙ୍ଗା ହୋଇପାରେ ଖାଦ୍ୟ ସାମଗ୍ରୀ ଓ ସାର: ନୀତି ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୧୫ା୩: ପଶ୍ଚିମ ଏସିଆରେ ଜାରି ରହିଥିବା ଦୀର୍ଘକାଳୀନ ଯୁଦ୍ଧ ଭାରତୀୟ ଅର୍ଥନୀତି ଉପରେ ଚାପ ପକାଇପାରେ। ନୀତି ଆୟୋଗର ସଦସ୍ୟ ରମେଶ ଚାନ୍ଦ ଏକ ସାକ୍ଷାତକାରରେ ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri