କରୋନାରେ ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

କରୋନା ମହାମାରୀର ଦ୍ୱିତୀୟ ଲହରରେ ଅନେକ ସେଲିବ୍ରିଟ ସଂକ୍ରମିତ ହୋଇଛନ୍ତି। ଏଥିରେ ଅନେକ ଜଣ ପ୍ରାଣ ମଧ୍ୟ ହରାଇଛନ୍ତି। ଦକ୍ଷିଣ, ଭୋଜପୁରୀ ଏବଂ ବଲିଉଡ ଚଳଚ୍ଚିତ୍ରରେ କାମ କରିଥିବା ଭେଟେରାନ ଅଭିନେତ୍ରୀ ଶ୍ରୀପଦାଙ୍କର କରୋନା ମହାମାରୀରେ ମୃତ୍ୟୁ ଘଟିଛି। ସେ ଅନେକ ଦକ୍ଷିଣ ଏବଂ ହିନ୍ଦୀ ଚଳଚ୍ଚିତ୍ରରେ ବହୁତ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଶ୍ରୀପଦା ୧୯୭୮ରେ ପୁରାନା ପୁରଷ ଫିଲ୍ମ ସହ ବଲିଉଡରେ ଡେବ୍ୟୁ କରିଥିଲେ। ସେ ଗୋବିନ୍ଦା, ବିନୋଦ ଖାନ୍ନା, ଧର୍ମେନ୍ଦ୍ର, ଗୁଲଶାନ ଗ୍ରୋଭର ଭଳି ବଡ ତାରକାଙ୍କ ସହ କାମ କରିଥିଲେ। ଶ୍ରୀପଦା ଶୋଲେ, ତୁଫାନ, ଆଜାମଇଶ, ବେୱାଫା ସାନମ ଭଳି ଚଳଚ୍ଚିତ୍ରରେ କାମ କରିଛନ୍ତି। ବଲିଉଡ ବ୍ୟତୀତ ଶ୍ରୀପଦା ୬୮ଟି ଭୋଜପୁରୀ ହିଟ ଫିଲ୍ମରେ ମଧ୍ୟ କାମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri