ବାଥ୍‌ରୁମ୍‌ରେ ଟଳିପଡିଲେ ପ୍ରସିଦ୍ଧ ଫିଲ୍ମ ନିର୍ମାତା

ବଲିଉଡର ଭେଟେରାନ ଚଳଚ୍ଚିତ୍ର ନିର୍ମାତା ରାଜକୁମାର କୋହଲିଙ୍କର ହୃଦ୍‌ଘାତରେ ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ପରିବାର ସୂତ୍ର ଅନୁଯାୟୀ, ଆଜି ସକାଳ ପ୍ରାୟ ୮ଟା ସମୟରେ ରାଜକୁମାର କୋହଲି ଗାଧୋଇବାକୁ ବାଥରୁମକୁ ଯାଇଥିଲେ। କିନ୍ତୁ ସେ ଦୀର୍ଘ ସମୟ ପର୍ଯ୍ୟନ୍ତ ବାହାରକୁ ଆସି ନ ଥିଲେ। ତା’ପରେ ପୁଅ ଅରମାନ ଅରମାନ କୋହଲି ବାଥରୁମ କବାଟ ଭାଙ୍ଗି ତା’ପରେ ବାପାଙ୍କୁ ବାହାରକୁ ନେଇ ତୁରନ୍ତ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।
ଏହି ଘଟଣା ମୁମ୍ବାଇର ଜୁହୁ ଅଞ୍ଚଳରେ ଅବସ୍ଥିତ ଏକ ବଙ୍ଗଳାରେ ଘଟିଛି। ପରିବାର ସୂତ୍ରରୁ ପ୍ରକାଶ ଯେ ରାଜକୁମାର କୋହଲି ହୃଦଘାତରେ ମୃତ୍ୟୁବରଣ କରିଛନ୍ତି। ଆଜି ସନ୍ଧ୍ୟାରେ ରାଜକୁମାର କୋହଲିଙ୍କ ଶେଷ ରୀତିନୀତି କରାଯିବ।
ଚଳଚ୍ଚିତ୍ର ନିର୍ମାତା ରାଜକୁମାର କୋହଲି ତାଙ୍କ କ୍ୟାରିୟରରେ ‘ନାଗିନ’, ‘ଜାନି ଦୁସ୍ମନ’, ‘ବିବି ନୌକର କା’, ‘ବଦ୍‌ଲେ କି ଆଗ’, ‘ରାଜ ତିଳକ’, ‘ଜିନେ ନେହି ଦୁଙ୍ଗା’,‘ଇନ୍ତେକାମ’, ‘ବିସ୍‌ ସାଲ୍‌ କେ ବାଦ୍‌’ ଭଳି ଅନେକ ଚଳଚ୍ଚିତ୍ର କରିଛନ୍ତି।

 

View this post on Instagram

 

A post shared by Armaan Kohli (@armaankohliofficial)


Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri