ପଞ୍ଜାବୀ ଅଭିନେତ୍ରୀ ଦଲଜିତ କୌରଙ୍କ ପରଲୋକ

ଲୁଧିଆନ,୧୮ ।୧୧: ମାତ୍ର ୬୯ ବର୍ଷ ବୟସରେ ପଞ୍ଜାବୀ ଅଭିନେତ୍ରୀ ଦଲଜିତ କୌରଙ୍କର ପରଲୋକ ହୋଇଛି । ଆକ୍ଟର ନିରୁ ବାଜୱା ଦଲଜିତଙ୍କ ପରଲୋକ ହୋଇଥିବା ସୂଚନା ଦେବା ସହ ଗଭୀର ଶୋକ ପ୍ରକାଶ କରିଛନ୍ତି । ଗୁରୁବାର ରାଜକୋଟ ପଞ୍ଜାବରେ ଅଭିନେତ୍ରୀ ଦଲଜିତ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପଞ୍ଜାବ ଫିଲ୍ମ ଇଣ୍ଡଷ୍ଟ୍ରିରେ ‘ହେମା ମାଳିନୀ’ ଭାବେ ପରିଚିତ ଦଲଜିତ କୌର ଦାଜ, ଗିଦ୍ଧା, ପୁଟ ଜାତ୍ତନ ଦେ, ଇସ୍କ ନିମାନା, ଲାଜୋ, ବଟୱାରା ଆଦି ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ନିକଟତର ହୋଇପାରିଥିଲେ ।
ଦଲଜିତଙ୍କ ପରଲୋକ ଖବର ଜାଣିବା ପରେ ଅନେକେ ସେଲିବ୍ରିଟି ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ପଞ୍ଜାବୀ ସିଙ୍ଗର ମିକା ସିଂ ଟୁଇଟ କରି ଲେଖିଛନ୍ତି, ପଞ୍ଜାବର ନାମୀ କଳାକାର ଦଲଜିତ କୌର ଆମ ଗହଣରେ ନାହାନ୍ତି, ହେଲେ ତାଙ୍କର ସୁନ୍ଦର ସ୍ମୃତିକୁ ଆମ ପାଇଁ ଛାଡି ଯାଇଛନ୍ତି । ଭଗବାନ ତାଙ୍କ ଆତ୍ମାକୁ ଶାନ୍ତି ଦିଅନ୍ତୁ ।

ଅଭିନେତା ସତିଶ ଶାହା ଦଲଜିତଙ୍କ ବ୍ୟାଚମେଟ ହୋଇଥିବା ବେଳେ ସେ ମଧ୍ୟ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ତେବେ ଦଲଜିତଙ୍କ ମୃତ୍ୟୁର କାରଣ ଏର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri