ପରଲୋକରେ ପ୍ରସିଦ୍ଧ ଅଭିନେତା

ହଲିଉଡ୍‌ର ପ୍ରସିଦ୍ଧ ଅଭିନେତା ବୋ ହପକିନ୍ସଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ସେ ଅନେକ ସୁପର୍‌ହିଟ୍‌ ଫିଲ୍ମରେ ଅଭିନୟ କରିଛନ୍ତି। ୧୯୭୯ରେ ମୁକ୍ତିଲାଭ କରିଥିବା କମେଡି ଫିଲ୍ମ ‘ଆମେରିକାନ୍‌ ଗ୍ରାଫିଟି’ ପାଇଁ ପ୍ରଶଂସକମାନେ ତାଙ୍କୁ ମନେ ରଖିଛନ୍ତି। ଆଜି ମଧ୍ୟ ପ୍ରଶଂସକମାନେ ଏହି ଫିଲ୍ମ ଦେଖିବାକୁ ପସନ୍ଦ କରନ୍ତି।
ହପକିନ୍ସ ୧୯୬୯ରେ ମୁକ୍ତିଲାଭ କରିଥିବା ଫିଚର ଫିଲ୍ମ ‘ଦି ୱାଇଲ୍ଡ ବଞ୍ଚ’ ସହିତ ତାଙ୍କ କ୍ୟାରିଅର୍‌ ଆରମ୍ଭ କରିଥିଲେ। ଏହା ପରେ ସେ ‘ଗେଟୱେ’ରେ ଅଭିନୟ କରିଥିଲେ। ଏଥିରେ ସେ ଜଣେ ସହ-ଅଭିନେତା ଭୂମିକାରେ ନଜର ଆସିଥିଲା। ଏହି ଫିଲ୍ମ ୧୯୭୯ରେ ମୁକ୍ତିଲାଭ କରିଥିଲା। ଖୁବ କମ ଲୋକ ଜାଣନ୍ତି ଯେ ସିନେମା ଜଗତରେ ପ୍ରବେଶ କରିବା ପୂର୍ବରୁ ବୋ ମାତ୍ର ୧୬ ବର୍ଷ ବୟସରେ ଆମେରିକାର ସେନାରେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଧାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri