କରୋନା ସଂକ୍ରମଣରେ ନୌସେନା ଭାଇସ୍‌ ଆଡମିରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: କରୋନା ସଂକ୍ରମଣରେ ନୌସେନା ଭାଇସ୍‌ ଆଡମିରାଲ ଶ୍ରୀକାନ୍ତଙ୍କ ମୃତ୍ୟୁ ଘଟିଛି। ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ବିଳମ୍ବିତ ରାତ୍ରରେ ତାଙ୍କର ସ୍ବାସ୍ୟାବସ୍ଥା ଅଧିକ ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ଭେଣ୍ଟିଲେଟରରେ ରଖାଯିବା ସତ୍ତ୍ୱେ କୌଣସି ସୁଫଳ ମିଳି ନ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଶ୍ରୀକାନ୍ତ ପ୍ରୋଜେକ୍ଟ ସି ବାର୍ଡ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କଂଗ୍ରେସ ନେତାଙ୍କୁ ପିଆଜ ବିକିବା: ଆଙ୍ଗୁଠି କାମୁଡ଼ିଲେ ଯୁବକ

ନୈନିତାଲ,୭।୧୨: ଶସ୍ତାରେ ପିଆଜ ବିକ୍ରି କରିବା କଂଗ୍ରେସ ନେତାଙ୍କୁ ପଡ଼ିଲା ମହଙ୍ଗା। ପିଆଜ ଷ୍ଟଲରେ ପହଞ୍ଚି ଜଣେ ଯୁବକ ତାଙ୍କ ହାତର ଆଙ୍ଗୁଳିକୁ ଦାନ୍ତରେ କାମୁଡି...

କଟକରେ ହେବ ଆଣ୍ଟିଜେନ୍‌ ଟେଷ୍ଟ

କଟକ ଅଫିସ,୫।୭-କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍‌ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ...

ମାଓବାଦୀଙ୍କ ଜୀବନ କାହାଣୀ: ପୋଲିସ ବିଭାଗ ପକ୍ଷରୁ ନିର୍ମିତ ହେଉଛି ଫିଲ୍ମ; ମୁଖ୍ୟ ଭୂମିକାରେ ଏସ୍‌ପି

ବିଳାସପୁର,୧୦।୭: ମାଓବାଦୀଙ୍କ ଜୀବନ କାହାଣୀ ଉପରେ ଛତିଶଗଡ଼  ପୋଲିସ ପକ୍ଷରୁ ଏକ କ୍ଷୁଦ୍ର ଫିଲ୍ମ ନିର୍ମାଣ କରାଯିବା ଯୋଜନା କରାଯାଇଛି। ଏଥିରେ ଏସ୍‌ପି ଡ. ଅଭିଷେକ...

ଲକ୍‌ଡାଉନ୍‌ରେ ନିର୍ମାଣ ଶ୍ରମିକ କ୍ଷତିଗ୍ରସ୍ତ: ସରକାରୀ ସହାୟତା ପ୍ରଦାନ

ଚୌଦ୍ୱାର,୧୦ା୪(ଡି.ଏନ୍‌.ଏ.): କରୋନା ପାଇଁ ଚାଲିଥିବା ଲକ୍‌ଡାଉନ୍‌ ଯୋଗୁ ଆର୍ଥିକସ୍ତରରେ କ୍ଷତିଗ୍ରସ୍ତ ନିର୍ମାଣ ଶ୍ରମିକମାନଙ୍କୁ ପ୍ରତ୍ୟେକ ୧୫୦୦ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।...

କର୍ନାଟକ ବିଧାନସଭା ନିର୍ବାଚନ ଏଏପି ଜାରି କଲା ପ୍ରଥମ ତାଲିକା

ବେଙ୍ଗାଲୁରୁ,୨୦।୩: ଚଳିତ ବର୍ଷ ମେ’ରେ କର୍ନାଟକରେ ୨୨୪ଟି ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପାଇଁ ବିଭିନ୍ନ ଦଳ ଅଣ୍ଟା ଭିଡ଼ିଥିବା ବେଳେ...

୩୮ ବର୍ଷ ହେବ ବିଜୁଳି ସଂଯୋଗ ନ ପାଇ ମନ୍ତ୍ରୀଙ୍କ ସାମ୍ନାରେ ବିଷ ପିଇଲେ ଚାଷୀ

ମୁମ୍ବାଇ,୧୮।୬: ମହାରାଷ୍ଟ୍ରର ଜଣେ ୩୯ ବର୍ଷୀୟ ଯୁବ ଚାଷୀ ବୁଲଦାନାଠାରେ ୨ଜଣ ମନ୍ତ୍ରୀଙ୍କ ସାମ୍ନାରେ ବିଷ ପିଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି। ଈଶ୍ୱର ସୁପରାଓ...

ହରସିମ୍‌ରତଙ୍କ ସ୍ଥାନରେ ତୋମାରଙ୍କୁ ଦାୟିତ୍ୱ

ନୂଆଦିଲ୍ଲୀ,୧୯।୯(ପି.ଟି.): କେନ୍ଦ୍ର ସରକାରଙ୍କ କୃଷି ନୀତିକୁ ବିରୋଧ କରି ମନ୍ତ୍ରିମଣ୍ଡଳରୁ ହରସିମ୍‌ରତ କୌର ବାଦଲ ଗୁରୁବାର ଇସ୍ତଫା ଦେବା ପରେ ନରେନ୍ଦ୍ର ସିଂ ତୋମାରଙ୍କୁ ଖାଦ୍ୟ...

ମୋଦିଙ୍କୁ ଭେଟିବେ ଶିବରାଜ: ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ,୨୯।୬: ମଧ୍ୟପ୍ରଦେଶ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ମଙ୍ଗଳବାର କରାଯିବ ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଏହାକୁ ନେଇ ବିଳମ୍ବିର ରାତ୍ରି ପର୍ଯ୍ୟନ୍ତ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ...

Advertisement
Archives

Model This Week