Odisha Elections 2024
Posted inଜାତୀୟ

ବାୟୁସେନା ଉପମୁଖ୍ୟ ଭାବେ ଦାୟିତ୍ୱ ନେଲେ ଦିନେଶ ତ୍ରିପାଠୀ

ନୂଆଦିଲ୍ଲୀ,୪।୧: ଭାଇସ୍‌ ଆଡମିରାଲ ଦିନେଶ ତ୍ରିପାଠୀ ଗୁରୁବାର ଦେଶର ନୌସେନା ଉପମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ପଦବୀରେ ଥିବା ଭାଇସ୍‌ ଆଡମିରାଲ ସଞ୍ଜୟ ଜେ. ସିଂଙ୍କୁ ଓ୍ବେଷ୍ଟର୍ନ ନାଭାଲ କମାଣ୍ଡ୍‌ର ଫ୍ଲାଗ୍‌ ଅଫିସର କମାଣ୍ଡିଂ-ଇନ୍‌-ଚିଫ୍‌ କରାଯାଇଛି।

ଭାଇସ୍‌ ଆଡମିରାଲ ତ୍ରିପାଠୀ ପୂର୍ବରୁ ଓ୍ବେଷ୍ଟର୍ନ ନାଭାଲ କମାଣ୍ଡ୍‌ର ଫ୍ଲାଗ୍‌ ଅଫିସର କମାଣ୍ଡିଂ-ଇନ୍‌-ଚିଫ୍‌ ଭାବେ କାର୍ଯ୍ୟ କରିଥିଲେ। ସେ ୧୯୮୫ ଜୁଲାଇ ୧ରେ ନୌସେନାରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri