ରେଭେନ୍‌ଶାର କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ

ଭୁବନେଶ୍ୱର,୨୨।୧(ବ୍ୟୁରୋ):  ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ପ୍ରଫେସର ସଞ୍ଜୟ କୁମାର ନାୟକଙ୍କୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ଭବେ ନିଯୁକ୍ତି ଦେଇଛନ୍ତି। ସେ ୪ ବର୍ଷ ପାଇଁ କାର୍ଯ୍ୟଭାର ଗ୍ରହଣ କରିବେ । ପ୍ରଫେସର ନାୟକ ବର୍ତ୍ତମାନ ଚେନ୍ନାଇର ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ୍‌ ଅଫ ପ୍ଲାଷ୍ଟିକ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି ମହାନିର୍ଦ୍ଦେଶକ (ମୁଖ୍ୟ ଏକାଡେମିକ ଅଫିସର) ଭାବରେ କାର୍ଯ୍ୟ କରୁଛନ୍ତି। ତାଙ୍କର ୩୪ ବର୍ଷରୁ ଅଧିକ ଶିକ୍ଷାଦାନ ଅଭିଜ୍ଞତା ଅଛି ଏବଂ ସେ ୩୫ଟି ପୁସ୍ତକ ରଚନା କରିଛନ୍ତି। ତାଙ୍କ ଅଧୀନରେ ୪୦ ଜଣ ପିଏଚ୍‌ଡି କରିଛନ୍ତି। ଜଣେ ଡିଏସ୍‌ସି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?