Posted inଜାତୀୟ

ଖୁବ୍‌ଶୀଘ୍ର ଉପରାଷ୍ଟ୍ରପତି ନିର୍ବାଚନ ଲାଗି ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ,୩୧।୭: ଆସନ୍ତା ସପ୍ତାହରେ ଆସିପାରେ ଉପରାଷ୍ଟ୍ରପତି ନିର୍ବାଚନ ତାରିଖ। ଏନେଇ ନିର୍ବାଚନ କମିଶନ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ନିର୍ବାଚନ କମିଶନ ଗୁରୁବାର ଇଲେକ୍ଟୋରାଲ କଲେଜ ଚୂଡ଼ାନ୍ତ କରିଛନ୍ତି। ଅର୍ଥାତ୍‌ ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବା ପାଇଁ ସାଂସଦଙ୍କ ତାଲିକା ପ୍ରସ୍ତୁତ କରାଯାଇଛି।

କମିଶନଙ୍କ ସୂଚନା ଅନୁଯାୟୀ, ଲୋକସଭା ଏବଂ ରାଜ୍ୟସଭାର ନିର୍ବାଚିତ ଏବଂ ମନୋନୀତ ସାଂସଦ ଏଥିରେ ଭୋଟ ଦେବେ। ନିର୍ବାଚନ କମିଶନଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଉପରାଷ୍ଟ୍ରପତି ନିର୍ବାଚନ ତାରିଖ ଆସନ୍ତା ସପ୍ତାହରେ ଘୋଷଣା କରାଯିବ। କମିଶନ ଏକ ବିଜ୍ଞପ୍ତି ଜାରି କରି ନାମାଙ୍କନ ଏବଂ ନିବାଚନର ତାରିଖ ଘୋଷଣା କରିବେ।

ପୂର୍ବରୁ କମିଶନ ରାଜ୍ୟସଭାର ମହାସଚିବଙ୍କୁ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ କରିଛନ୍ତି। ସୂଚନା ଯୋଗ୍ୟ, ଜୁଲାଇ ୨୧ରେ ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri