କିଙ୍ଗ ଚାଲର୍ସ ତୃତୀୟଙ୍କ ରାଜ୍ୟାଭିଷେକରେ ସାମିଲ ହେବେ ଉପରାଷ୍ଟ୍ରପତି ଜଗଦୀପ ଧନଖର

ନୂଆଦିଲ୍ଲୀ/ଲଣ୍ଡନ,୫।୫: ଭାରତ ସରକାରଙ୍କ ପକ୍ଷରୁ ଉପରାଷ୍ଟ୍ରପତି ଜଗଦୀପ ଧନଖର ଶୁକ୍ରବାର ବ୍ରିଟେନର ରାଜା ଚାଲର୍‌ସ ତୃତୀୟଙ୍କ ରାଜ୍ୟାଭିଷେକରେ ଯୋଗ ଦେବେ। କିଙ୍ଗ ଚାଲର୍ସ ତୃତୀୟଙ୍କର ଲଣ୍ଡନରେ ୬ ମେ’ ଶନିବାରରେ ରାଜ୍ୟାଭିଷେକ ହେବ। ତେବେ ରାଜ୍ୟାଭିଷେକ ସମାରୋହରେ ରାଜ୍ୟ ଓ ସରକାରୀ ମୁଖ୍ୟଙ୍କ ସମେତ ପ୍ରାୟ ୨୦୦୦ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସମାବେଶରେ ଧନଖର ଯୋଗଦେବେ। ଏଥିନେଇ ଉପରାଷ୍ଟ୍ରପତିଙ୍କ ସହ ତାଙ୍କ ସ୍ତ୍ରୀ ସୁଦେଶ ଧନଖର ମଧ୍ୟ ଲଣ୍ଡନରେ ପହଞ୍ଚିଛନ୍ତି। ବ୍ରିଟେନ ନିକଟରେ ରାଜ୍ୟାଭିଷେକରେ ଯୋଗଦେବା ପାଇଁ ଭାରତ ସମେତ ଅନ୍ତର୍ଜାତୀୟ ସମ୍ପ୍ରଦାୟକୁ ନିମନ୍ତ୍ରଣ କରିଥିଲା।

ବ୍ରିଟିଶ ହାଇ କମିଶନର ଏଲେକ୍ସ ଏଲିସ ମେ’ ୨ର ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ଭେଟି କିଙ୍ଗ ଚାଲର୍‌ସ ତୃତୀୟଙ୍କ ରାଜ୍ୟାଭିଷେକ ସମାରୋହର ପ୍ରସ୍ତୁତି ବିଷୟରେ ଆଲୋଚନା କରିଥିଲେ। ବୈଠକ ପରେ ବ୍ରିଟିଶ ହାଇ କମିଶନର କହିଥିଲେ ଯେ, ସମାରୋହରେ ଯୋଗଦେବା ପୂର୍ବରୁ ଉପରାଷ୍ଟ୍ରପତି ଧନଖରଙ୍କୁ ଭେଟିବା ଗୌରବ ରବର ବିଷୟ। ଏଥି ସହିତ ବ୍ରିଟେନ ଏବଂ ଭାରତ ମଧ୍ୟରେ ସମ୍ପର୍କକୁ ଆହୁରି ମଜବୁତ କରିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri