୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ ଅନୁଷ୍ଠିତ ହେବାକୁଥିବା ଦୂର ତଥା ଗଭୀର ସମୁଦ୍ର ଅଞ୍ଚଳରେ ମତ୍ସ୍ୟସମ୍ପଦର ସ୍ଥାୟୀ ଉପଯୋଗ ପାଇଁ ଲେଟର ଅଫ୍‌ ଅଥୋରାଇଜେଶନର ଜାତୀୟ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହାକୁ ନେଇ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାନ ରୋଇବା ବେଳେ ବଜ୍ରପାତ, ବିଲରେ ଘଟିଲା ଏମିତି…

ପାତ୍ରପୁର,୯।୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ତଣ୍ଡିପୁର ଗ୍ରାମରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ଅପହୃତା ନାବାଳିକା ଉଦ୍ଧାର ଘଟଣା, ଘରକୁ ନେବାକୁ ମନାକଲେ ପରିବାର

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ଜଣେ ନାବାଳକ ଅପହରଣ କରି…

ସ୍ତ୍ରୀ ଶୋଇଥିବା ବେଳେ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ, ଏବେ ଗଲେ ଜେଲ

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମରେ ରହୁଥିବା ଏ.ଅନ୍ତରା ପାତ୍ର ତାଙ୍କ ସ୍ତ୍ରୀ ଏ.ଶଶି ପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା…

JPSCରେ ବଡ଼ ହଲଚଲ! ୩ ସଦସ୍ୟଙ୍କ ଇସ୍ତଫା, କାଲି CIDର ଜେରା

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC-JSSC ପରୀକ୍ଷାକୁ ନେଇ ଛାତ୍ର ଆନ୍ଦୋଳନ ଜାରି ଥିବା ବେଳେ ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି।…

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର…

ବିଶ୍ୱ ଜନଜାତି ଦିବସରେ ଗର୍ଜିଲେ ଅଧିବାସୀ, କନ୍ଧମାଳ ମେଡିକାଲ କଲେଜର ନାମ ପରିବର୍ତ୍ତନକୁ ବିରୋଧ

ଦାରିଙ୍ଗବାଡି,୯ା୮(ଅରୁଣ ସହୁ ): ବିଶ୍ୱ ଜନଜାତି ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଶତାଧିକ ମହିଳା, ପୁରୁଷ…

ଧରିତ୍ରୀର ପ୍ରଭାବ; ତତ୍ପରତା ଦେଖାଇଲେ ବିଦ୍ୟୁତ କର୍ମଚାରୀ, ସଫେଇ ହେଲା ଟ୍ରାନ୍ସଫର୍ମର ନିକଟ ଗଛ

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲି ଗଛରେ ଆଚ୍ଛାଦିତ ହୋଇ ରହିଥିଲା ।…

ଏନ୍‌ପିଏସ୍‌ ଶିକ୍ଷକ ସଂଘ ଶିକ୍ଷକଙ୍କ ଦୁଃଖ, ୨୨ ବର୍ଷ ଶିକ୍ଷାଦାନ ପରେ ମିଳୁଛି ୩ ହଜାର ପେନସନ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଦୀର୍ଘ ୨୨ ବର୍ଷ ଧରି ଶିକ୍ଷାଦାନ କରିବା ପରେ ଅବସର ନେଉଥିବା ଏନ୍‌ପିଏସ୍‌ ଶିକ୍ଷକଙ୍କୁ ମିଳୁଛି ମାତ୍ର ୩ ହଜାରରୁ ଅଧିକ ଟଙ୍କାର ପେନସନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri