ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କୁ କରୋନା

ନୂଆଦିଲ୍ଲୀ, ୨୯।୯: ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି, ‘ଭାରତର ଉପରାଷ୍ଟ୍ରପତିଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ ଆସିଛି। ସେ ଆଜି ସକାଳେ ଟେଷ୍ଟ କରାଇଥିଲେ। ତାଙ୍କ ନିକଟରେ କୌଣସି କରୋନା ଲକ୍ଷଣ ନ ଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ରହିଛି। ସେ ହୋମ୍‌ କ୍ୱାରାଣ୍ଟାଇନରେ ରହିଛନ୍ତି। ତେବେ ଭେଙ୍କୟା ନାଇଡୁଙ୍କ ସ୍ତ୍ରୀ ଉଷା ନାଇଡୁଙ୍କ ରିପୋର୍ଟ ନେଗେଟିଭ ଆସିଛି ଏବଂ ସେ ସେଲ୍‌ ଆଇସୋଲେଶସନରେ ରହିଛନ୍ତି।’


Enter your email to get our daily news in your inbox.

All Right Reserved By Dharitri.Com

କୃଷକ ଆନ୍ଦୋଳନକୁ ନେଇ ଭାଜପା ନେତାଙ୍କ ବିବାଦୀୟ ବୟାନ

ବେଙ୍ଗାଲୁରୁ,୧୨ ।୧: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ପ୍ରାୟ ୪୮ ଦିନ ହେବ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଏହାକୁ ନେଇ...

ପଶ୍ଚିମବଙ୍ଗରେ ଭାଜପାକୁ ଲାଗିପାରେ ଆଉ ଏକ ଝଟ୍‌କା

କୋଲକତା,୬।୧୦: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଜିତିବା ପରେ ତୃଣମୂଳ କଂଗ୍ରେସ କ୍ରମାଗତ ଭାବରେ ଭାଜପାକୁ ଝଟକା ଦେଉଛି। ନିର୍ବାଚନ ଫଳାଫଳ ଆସିବା ପରେ ଭାଜପାର ଅନେକ...

ଭାବି ସ୍ବାମୀଙ୍କୁ ମାତାଲ୍‌ ଅବସ୍ଥାରେ ଦେଖି ବିବାହ କରିବାକୁ ମନା କଲେ କନ୍ୟା

ଲକ୍ଷ୍ନୌ,୧୧।୧୧: ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା। ବରଯାତ୍ରୀ ବି ବାଣ ଫୁଟାଇ କନ୍ୟା ଘର ପାଖରେ ପହଞ୍ଚିଥିଲେ। କିନ୍ତୁ କନ୍ୟା ବରକୁ ଦେଖି ବିବାହ...

ଅଯୋଗ୍ୟ ହେଲେ ଯୋଗ୍ୟ: କର୍ନାଟକରେ ଫୁଟିିଲା ପଦ୍ମ

ବେଙ୍ଗାଲୁରୁ,୯।୧୨: କର୍ନାଟକ ବିଧାନସଭା ଉପନିର୍ବାଚନରେ ୧୫ ଆସନ ମଧ୍ୟରୁ ଭାଜପା ୧୨ଟି ଆସନରେ ବିଜୟ ଲାଭ କରିବାକୁ ଯାଉଛିି। ଗୋଟିଏ ଆସନରେ ସ୍ବାଧୀନ ପ୍ରାର୍ଥୀ ଜିତିବା...

୧୭ ଲକ୍ଷ ଟଙ୍କା ଦେଇ ବିବାହ କରିଥିଲେ ଯୁବକ, ୧୫ ଦିନ ପରେ ନବବଧୂ ଫେରାର

ଜୟପୁର,୩ା୨: ରାଜସ୍ଥାନର ଜାଲୋର ଜିଲା ବାଗୋଡ଼ା ଥାନା ଅଞ୍ଚଳରେ ଏକ ବିବାହ ପ୍ରତାରଣା ପାଲଟିଥିବା ଘଟଣା ସାମ୍ନାକୁ ଆସିଛି। ଏଠାକାର ଜଣେ ଯୁବକ ୧୭ ଲକ୍ଷ...

ତୃତୀୟ ସାମ୍ମୁଖ୍ୟ ସପକ୍ଷରେ ରହିଥିବା କେସିଆର କଂଗ୍ରେସର ହାତ ଧରିବାକୁ ପ୍ରସ୍ତୁତ, ହେଲେ ଦଳ ରଖିଲା ଏମିତି ମତ

ନୂଆଦିଲ୍ଲୀ, ୨୬।୪:୨୦୨୪ ଲୋକ ସଭା ନିର୍ବାଚନରେ ବିରୋଧୀ ଏକାଠି ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ନୀତୀଶ ବିରୋଧୀ ଦଳ ନେତାଙ୍କ ସହ ଭେଟ କରି...

୩ କିଲୋମିଟର ଦୂର କାନ୍ଧରେ ବସି କନ୍ୟାଙ୍କ ଘରେ ପହଞ୍ଚିଲେ ବର, କାରଣ ଜାଣିଲେ…

ପାଟଣା,୭ା୬: ବିହାରର ବକ୍ସର ଜିଲାସ୍ଥିତ ଡୁନମରାଓ ଗାଁରେ କିଛିଦିନ ତଳେ ବର୍ଷା ହୋଇଥିଲା। ଗାଁ ରାସ୍ତାର ଅବସ୍ଥା ସମ୍ପୂର୍ଣ୍ଣ ବିଗିଡ଼ି ଯାଇଥିଲା। ଫଳରେ ଜଣେ ବର...

ଖୁସି ଖବର: ରେମ୍‌ଡିସିଭିର୍‌ ଔଷଧ କରୋନା ଭୂତାଣୁକୁ ରୋକିବାରେ ସଫଳ

ଓ୍ବାଶିଂଟନ,୩୦।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆମେରିକାରେ ଇବୋଲା ସଂକ୍ରମଣ ରୋକିବା ପାଇଁ ବ୍ୟବହାର କରାଯାଇଥିବା ରେମ୍‌ଡିସିଭିର୍‌ ଔଷଧର ପ୍ରୟୋଗ...

Advertisement
Archives

Model This Week