ସାମ୍ନାକୁ ଆସିଲା ଭିକି-କାଟ୍ରିନାଙ୍କ ନିମନ୍ତ୍ରଣ କାର୍ଡ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଭିକି କୌଶଲଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚାରେ ରହୁଛନ୍ତି। ବୁଧବାର ତାଙ୍କର ହଳଦୀ ଉତ୍ସବ ହୋଇଥିବା ବେଳେ ଗୁରୁବାର ଦୁହେଁ ବିବାହ ବନ୍ଧନରେ ବାନ୍ଧି ହେବେ। ବିବାହକୁ ନେଇ ସେ ସବୁ ପ୍ରକାର ଆୟୋଜନ କରିସାରିଛନ୍ତି। ହେଲେ ତାଙ୍କ ବିବାହରେ ଫୋନ ଏବଂ ମିଡିଆକୁ ଅନୁମତି ନ ଥିବା ବେଳେ ତାଙ୍କର ବିବାହ ନିମନ୍ତ୍ରଣ କାର୍ଡ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଆସନ୍ତାକାଲି ରାଜସ୍ଥାନର ସାଓ୍ବାଇ ମାଧୋପୁରର ଏକ ରିସର୍ଟରେ ଏହି ଯୋଡି ବିବାହ କରିବାକୁ ଯାଉଛନ୍ତି। ତେବେ ତାଙ୍କ ବିବାହରେ ଯୋଗ ଦେବାକୁ ହେଲେ ଆରଟିଫିସିଆଲ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ବିବାହ ମଣ୍ଡପ ଚାରିପଟେ ସୁରକ୍ଷାକର୍ମୀ ନିୟୋଜିତ ଥିବା ଫଟୋ ମଧ୍ୟ ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ଖୁସି ଖବର ଦେଲେ ଗୋବିନ୍ଦା: ୭ ବର୍ଷ ପରେ…

‘ହିରୋ ନମ୍ବର ୧’ ଗୋବିନ୍ଦା ପୁଣି ବଡ଼ ପରଦାରେ ଧମାଲ କରିବାକୁ ଯାଉଛନ୍ତି। ସେ ‘ରୂପା’ ଚଳଚ୍ଚିତ୍ରରେ ନଜର ଆସିବେ। ଗୋବିନ୍ଦା ନିଜେ ଏହି ପ୍ରୋଜେକ୍ଟ ଘୋଷଣା…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri