ସକାଳୁ ସକାଳୁ କ୍ୟାଟ୍ରିନାଙ୍କ ଘରେ ନଜର ଆସିଲେ ଭିକ୍କି: ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ବେଶ୍ କିଛି ସମୟ ହେବ ଭିକ୍କି କୌଶଳ ଓ କ୍ୟାଟ୍ରିନା କୈଫଙ୍କ ପ୍ରେମ କାହାଣୀକୁ ନେଇ ଚର୍ଚ୍ଚା ଚାଲିଛି । ଏମାନେ ପରସ୍ପରକୁ ଡେଟ୍ କରୁଥିବା କୁହାଯାଉଥିବା ବେଳେ ଦୁହେଁ କିନ୍ତୁ ଏହାକୁ କେବେ ସ୍ୱୀକାର କରି ନାହାନ୍ତି । ଏମାନଙ୍କୁ ଏକାଠି ବିଭିନ୍ନ ସ୍ଥାନରେ ସ୍ପଟ କରାଯାଇଥିବା ବେଳେ ଉଭୟ ମିଶି ଗୋଟିଏ ଫିଲ୍ମରେ ଅଭିନୟ କରିବା କଥା ମଧ୍ୟ ଆଲୋଚନା ହୋଇଛି । ଏବେ ନିକଟରେ ଭିକ୍କିଙ୍କୁ ସକାଳୁ ସକାଳୁ କ୍ୟାଟଙ୍କ ଘରେ ଦେଖିବାକୁ ମିଳିଛି । ଯାହାର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭିକ୍କି ନିକଟରେ ଗ୍ରେ କଲର ସ୍ୱେଟର ସହ ସର୍ଟସ ପିନ୍ଧି କ୍ୟାଟ୍ରିନାଙ୍କ ଫାଟକରେ ପ୍ରବେଶ କରୁଥିବା ଫଟୋ ଦେଖାଯାଇଛି । ଏହାସହ କରୋନା ପାଇଁ ସେ ମାସ୍କ ମଧ୍ୟ ପିନ୍ଧିଛନ୍ତି । ତେବେ ଏହା ପ୍ରଥମ ଥର ନୁହେଁ । ଏହା ପୂର୍ବରୁ ମଧ୍ୟ ଅନେକଥର ଭିକ୍କିଙ୍କୁ କ୍ୟାଟଙ୍କ ଘରେ ଦେଖିବାକୁ ମିଳିଛି । ଲକ୍‌ଡାଉନ ଖୋଲିବା ପରେ ପ୍ରଥମେ ଭିକ୍କି କ୍ୟାଟ୍ରିନାଙ୍କ ଘରକୁ ଯାଇଥିଲେ । ଆଉ ସେହି ସମୟରେ କିଛି ଫଟୋ ଇଣ୍ଟରନେଟରେ ଭାଇରାଲ ହୋଇଥିଲା । ଏଥର ଭିକ୍କିଙ୍କ ଏହି ଫଟୋ ସେଲିବ୍ରିଟି ଫଟୋଗ୍ରାଫର ମାନବ ମଙ୍ଗଲାନି ତାଙ୍କ ଅଫିସିୟାଲ ଇନଷ୍ଟାଗ୍ରାମରେ ଶେୟାର କରିଥିବା ଦେଖାଯାଇଛି । ଯାହା ଏବେ ଭାଇରାଲ ହେବାରେ ଲାଗିଛି । ଏହା ପୂର୍ବରୁ କ୍ୟାଟ୍ରିନା ଭିକ୍କି କୌଶଲଙ୍କ ମୁଭି ‘ଭୁତ: ଦ ହଣ୍ଟେଡ ଶିପ’ ପାର୍ଟ ୱାନର ସ୍କ୍ରିନିଂରେ ପହଞ୍ଚିଥିଲେ । ତେଣୁ ଉଭୟଙ୍କ ମଧ୍ୟରେ କିଛି ନା କିଛି ସମ୍ପର୍କ ରହିଛି ବୋଲି ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?