ଭିକ୍କିଙ୍କୁ ମହଙ୍ଗା ପଡିଲା ଫ୍ରେଞ୍ଚ ଫ୍ରାଇଜ ଖାଇବା!

ମୁମ୍ବାଇ: ସାଧାରଣତଃ ସେଲିବ୍ରିଟିମାନେ ନିଜକୁ ଫିଟ୍ ରଖିବାକୁ ମନ ପସନ୍ଦର ଖାଦ୍ୟ ଖାଇ ପାରନ୍ତି ନାହିଁ । ସେମାନେ ଅନେକ ସମୟରେ ଜିମ୍ ଡାଏଟରେ ରହିଥାଆନ୍ତି । ଆଉ ଯଦି କେହି ଏହାକୁ ନ ମାନନ୍ତି ତେବେ ଏହା ତାଙ୍କୁ ଅସୁବିଧାରେ ପକାଇଥାଏ । ମାନେ ଏମାନେ କ୍ୟାଲୋରୀ ବର୍ନ କଲେ ଏହାକୁ ତୁରନ୍ତ ହଟାଇବାକୁ ଲାଗି ପଡନ୍ତି । ନିକଟରେ ଏହାହିଁ ଘଟିଛି ବଲିଉଡ ଅଭିନେତା ଭିକ୍କି କୌଶଲଙ୍କ କ୍ଷେତ୍ରରେ । ନିକଟରେ ସେ ତାଙ୍କ ମନ ପସନ୍ଦର ଖାଦ୍ୟ ପେଟଭରି ଖାଇ ନେଇଥିଲେ । ଅର୍ଥାତ୍ ଫ୍ରେଞ୍ଚ ଫ୍ୟାଇଜ । ଏହାର ଏକ ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରି ଏହି ସୂଚନା ଦେଇଛନ୍ତି । ତେବେ ମନ ପସନ୍ଦର ଖାଦ୍ୟ ସିନା ଖାଇଦେଲେ । ହେଲେ ତା’ପରଦିନ ଜିମ୍‌ରେ ତାଙ୍କୁ ଖୁବ୍ ମେହନତ୍ କରିବାକୁ ପଡିଥିଲା । ଭିକ୍କି ଗୋଟିଏ ପଟେ ଫ୍ରେଞ୍ଚ ଫ୍ରାଇଜ ଖାଉଥିବାର ଏକ ଫଟୋ ଶେୟାର କରିଥିବା ବେଳେ ଅନ୍ୟପଟେ ଜିମ୍‌ରେ ଝାଳ ବୁହାଉଥିବାରୁ ଫଟୋ ଶେୟାର କରି ଲେଖିଥିଲେ, ‘ଟାଇମ ଟୁ ପେ ଫର ଫ୍ରେଞ୍ଚ ଫ୍ରାଇଜ’ । ତେବେ ଫ୍ରେଞ୍ଚ ଫ୍ରାଇଜ ପାଟିକୁ ସ୍ୱାଦ ଦେଲା ସତ ହେଲେ ଜିମରେ କ୍ୟାଲୋରୀ ବର୍ନ କରିବା ନିହାତି ଜରୁରୀ ଥିଲା ଭିକ୍କିଙ୍କ ପାଇଁ ।


Enter your email to get our daily news in your inbox.

All Right Reserved By Dharitri.Com

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?