ଏକାସାଙ୍ଗରେ ୪ କାମ କରୁଛନ୍ତି ବିକି

ବଲିଉଡ୍‌ ଅଭିନେତା ବିକି କୌଶଲ ବିବାହ ପରେ ଫିଲ୍ମ ଶୁଟିଂରେ ବ୍ୟସ୍ତ ଅଛନ୍ତି। ସେ ଏବେ ଇନ୍ଦୋରରେ ଶୁଟିଂ କରୁଛନ୍ତି। ଶୁଟିଂ ପରେ ବିକି ସନ୍ଧ୍ୟାରେ ସୂର୍ଯ୍ୟାଦୋୟ ଉପଭୋଗ କରୁଥିବା ଦେଖିବାକୁ ମିଳିଛି। ବିକି ତାଙ୍କ ଅଫିସିଆଲ ସ୍‌ଇନଷ୍ଟା ଷ୍ଟୋରୀ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ବିକି ଏକା ସାଙ୍ଗରେ ୪ଟି କାମ କରୁଥିବା ଜଣାପଡିଛି। ଏହି ଫଟୋଟି ସୂର୍ଯ୍ୟାସ୍ତର ଅଟେ। କ୍ୟାପସନ୍‌ରେ ବିକି ଲେଖିଛନ୍ତି – ସୂର୍ଯ୍ୟାସ୍ତ, ସ୍କ୍ରିପ୍ଟ, କଫି ଏବଂ ଗାଜର ହାଲଓ୍ବା।
କ୍ୟାଟ୍ରିନା ଏବଂ ଭିକି ଡିସେମ୍ବର ୯ ରେ ରାଜସ୍ଥାନର ସୱାଇ ମାଧୋପୁରରେ ବିବାହ କରିଥିଲେ। ଏହି ବିବାହକୁ ରାଜକୀୟ କରିବା ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ବିବାହ ପରେ ଉଭୟ ବିକି ଏବଂ କ୍ୟାଟ୍ରିନା ନିଜ ନିଜ କାମରେ ବ୍ୟସ୍ତ ଅଛନ୍ତି। ବିକି ଇନ୍ଦୋରରେ ନିଜର ଆଗାମୀ ଫିଲ୍ମ ଶୁଟିଂ କରୁଥିବାବେଳେ କ୍ୟାଟ୍ରିନା ମାଳଦ୍ୱୀପରେ ବିଜ୍ଞାପନ ଶୁଟିଂ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୦୦ କୋଟିର ‘ମହାଭାରତ’

ମୁମ୍ବାଇ: ମହାଭାରତ ସିରିୟଲ ପରେ ଏବେ ଏହା ଉପରେ ଚଳଚ୍ଚିତ୍ର ନିର୍ମାଣ ପାଇଁ ଯୋଜନା ଚାଲିଛି। ଏକ ରିପୋର୍ଟ ଅନୁଯାୟୀ, ଫିରୋଜ ନାଦିୟାଦ୍‌ୱାଲା ଏହି ଫିଲ୍ମରେ...

ରାଗିଲେ ତାପସୀ

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତାପସୀ ପନ୍ନୁ ତାଙ୍କ ଅଭିନୟ ପାଇଁ ଖୁବ୍ ଚର୍ଚ୍ଚିତ । ସବୁବେଳେ ସେ ଭିନ୍ନ ଭିନ୍ନ ଚରିତ୍ରରେ ଅଭିନୟ କରିବାକୁ ପସନ୍ଦ...

ରିଲିଜ୍‌ ହେଲା ‘ପାଗଲପଂତି’ର ନୂଆ ଟିଜର୍‌: ଦର୍ଶକେ ହସି ହସି ବେଦମ

ମୁମ୍ବାଇ: ଏଥର ଫ୍ରାଇଡେ ରିଲିଜ୍‌ରେ ସାମିଲ ହେବାକୁ ଯାଉଛି କମେଡି ଫିଲ୍ମ ‘ପାଗଲପଂତି’। ନଭେମ୍ବର ୨୨ରେ ଏହା ଫ୍ଲୋରକୁ ଆସିବାକୁ ଥିବା ବେଳେ ଏହା ପୂର୍ବରୁ...

ଚନ୍ଦନଓ୍ବାଡି ଶ୍ମଶାନ ଘାଟରେ ରିଷିଙ୍କ ଶେଷକୃତ୍ୟ ହେବ ସମ୍ପନ୍ନ: ସାମିଲ ହେବେ ୧୫ ଜଣ

ମୁମ୍ବାଇ,୩୦।୪: ବଲିଉଡ୍‌ର ଭେଟେରାନ୍‌ ଆକ୍ଟର ରିଷି କପୁରଙ୍କର ଗୁରୁବାର ପରଲୋକ ହୋଇଛି। ତାଙ୍କ ବିୟୋଗରେ ବଲିଉଡ୍‌ ଦୁନିଆରେ ଏକ ଅପୂରଣୀୟ କ୍ଷତି ଘଟିଛି। ଦିନକ ପୂର୍ବରୁ...

ବୋଲ୍ଡ ଲୁକ୍‌ରେ ଜ୍ୟାକ୍‌ଲିନ୍‌

ମୁମ୍ବାଇ: ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜ୍‌ ସବୁବେଳେ ନିଜର ହଟ୍‌ ଆଉ ସୁନ୍ଦର ଚେହେରାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ...

‘ଅପୂର୍ବା’ର ଶୁଟିଂ ଆରମ୍ଭ

ମୁମ୍ବାଇ: ବଲିଉଡ୍‌ର ଅପ୍‌କମିଂ ଫିଲ୍ମ ‘ଅପୂର୍ବା’ର ଶୁଟିଂ ଆରମ୍ଭ ହୋଇଯାଇଛି। ଏହା ଏକ ନାରୀକୈନ୍ଦ୍ରୀକ ଫିଲ୍ମ ହୋଇଥିବା ବେଳେ ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି...

ରିଲିଜ୍‌ ହେଲା ଫିଲ୍ମ ‘ପଠାନ’ର ଦ୍ୱିତୀୟ ଗୀତ ‘ଝୁମେ ଜୋ ପଠାନ’

ସୁପରଷ୍ଟାର ଶାହାରୁଖ ଖାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପଠାନ’ର ଦ୍ୱିତୀୟ ଗୀତ’ ‘ଝୁମେ ଜୋ ପଠାନ ’ମୁକ୍ତିଲାଭ କରିଛି। ଏହି ଗୀତରେ ଶାହାରୁଖ ଏବଂ ଦୀପିକା...

ସଫଳତା ପୂର୍ବରୁ ଟ୍ରେନ୍‌ରେ ଗୀତ ଗାଉଥିଲେ ଆୟୁଷ୍ମାନ୍‌

ମୁମ୍ବାଇ: ବି-ଟାଉନର ସବୁଠାରୁ ଲୋକପ୍ରିୟ ଅଭିନେତାମାନଙ୍କ ମଧ୍ୟରୁ ଆୟୁଷ୍ମାନ୍‌ ଖୁରାନା ଅନ୍ୟତମ। ସେ ଯେଉଁ ଗୀତ ଗାଆନ୍ତି ଏବଂ ଯେଉଁ ଫିଲ୍ମରେ ଅଭିନୟ କରନ୍ତି ସବୁ...

Advertisement
Archives

Model This Week