କ୍ୟାଟ୍ରିନାଙ୍କ ପାଇଁ ମୁଁ ଫରଫେକ୍ଟ ସ୍ବାମୀ ନୁହେଁ

ବଲିଉଡ୍‌ର ସୁପରହିଟ୍‌ କପଲ୍‌ଙ୍କ ମଧ୍ୟରେ ବିକି କୌଶଲ ଏବଂ କ୍ୟାଟ୍ରିନା କୈଫ ଅନ୍ୟତମ। ଉଭୟ ଯୋଡିଙ୍କୁ ପ୍ରଶଂସକ ମଧ୍ୟ ବେଶ୍‌ ପସନ୍ଦ ମଧ୍ୟ କରନ୍ତି। ନିକଟରେ ଏକ ସାକ୍ଷାତକାରରେ ବିକି କହିଛନ୍ତି ଯେ ସେ କ୍ୟାଟ୍ରିନାଙ୍କ ପାଇଁ ଫରଫେକ୍ଟ ସ୍ବାମୀ ନୁହଁନ୍ତି, କିନ୍ତୁ ସେ ନିଜକୁ ପ୍ରତିଦିନ ପ୍ରମାଣିତ କରିବାକୁ ଚେଷ୍ଟା ଜାରି ରଖିଛନ୍ତି। ତେବେ ବିକି ଏମିତି କାହିଁକି କହିଛନ୍ତି ତାହାକୁ ନେଇ ଚର୍ଚ୍ଚା ହେଉଛି।
କ୍ୟାଟ୍ରିନାଙ୍କୁ ବିବାହ କରିବା ପରେ ତାଙ୍କ ଜୀବନର ପରିବର୍ତ୍ତନ ଆସିଥିବା ବିକି ଅନେକଥର ଖୋଲାଖୋଲି ଭାବେ କହିଛନ୍ତି। ଯେତେବେଳେ ଜଣେ ଏକାକୀ ଥାଏ ଏବଂ ବିବାହ ପରେ ତା’ ଜୀବନରେ ଅନେକ ପରିବର୍ତ୍ତନ ଆସିଥାଏ। ଯଦି ପାର୍ଟନର୍‌ ଜଣଙ୍କ ତାଙ୍କ ଦୃଷ୍ଟିକୋଣକୁ ବୁଝିଥାଏ ତେବେ ଜୀବନ ସହଜ ହୋଇଯାଏ। ମୋ ସହ ଏହା ହିଁ ଘଟିଛି। ବିବାହ ପରେ ମୋ ଜୀବନର ସମସ୍ତ ନକାରାତ୍ମକ ସମସ୍ୟା ସକରାତ୍ମକ ହୋଇଯାଉଛି ବୋଲି କୁହନ୍ତି ବିକି।
ବିକି ଏହା ମଧ୍ୟ କହିଛନ୍ତି, ଯଦି ଦେଖାଯାଏ, ମୁଁ ଜଣେ ଫରଫେକ୍ଟ ସ୍ବାମୀ କିମ୍ବା ଫରଫେକ୍ଟ ପୁଅ ନୁହେଁ। କିନ୍ତୁ ପ୍ରତିଦିନ ମୁଁ ନିଜକୁ ପ୍ରମାଣିତ କରିବାକୁ ଚେଷ୍ଟା କରୁଛି। ୨୦୨୧ ଡିସେମ୍ବରରେ ବିକି ଏବଂ କ୍ୟାଟ୍ରିନା ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri