Posted inଜାତୀୟ

ମଧ୍ୟପ୍ରଦେଶ ପରିସ୍ରା କାଣ୍ଡ: ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିବା ପାଇଁ ସରକାରଙ୍କୁ ଦାବି କଲେ ପୀଡିତ

ଭୋପାଳ,୮।୭: ମଧ୍ୟପ୍ରଦେଶର ପରିସ୍ରା କାଣ୍ଡ ଘଟଣାର ଅଭିଯୁକ୍ତ ପ୍ରବେଶ ଶୁକ୍ଲାଙ୍କୁ ମୁକ୍ତ କରିବାକୁ ଶିବରାଜ ସିଂ ଚୌହାନ ସରକାରଙ୍କୁ ଦାବି କରିଛନ୍ତି ପୀଡିତ। ପୀଡିତ ଆଦିବାସୀ କହିଛନ୍ତି, ଅଭିଯୁକ୍ତ ତାଙ୍କ ଭୁଲ ବୁଝିଛନ୍ତି।

ବୁଧବାର ଦିନ ଆଦିବାସୀ ସମ୍ପ୍ରଦାୟର ପୀଡିତା ଦାଶମତ ରାୱତଙ୍କ ଉପରେ ପରିସ୍ରା କରୁଥିବା ଅଭିଯୁକ୍ତ ପ୍ରଭେଶ ଶୁକ୍ଲାଙ୍କୁ ପୋଲିସ ବୁଧବାର ଗିରଫ କରିଛି। ମଙ୍ଗଳବାର ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏହି ଘଟଣାର ଏକ ଭିଡିଓ ଭାଇରାଲ ହେବା ପରେ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରି ଗିରଫ କରିଥିଲା।

ସୂଚନାଯୋଗ୍ୟ, ବର୍ଷ ଶେଷରେ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ନିର୍ବାଚନ ନେଇ ଭାଜପା ଡ୍ରାମା କରୁଛି ବୋଲି କଂଗ୍ରେସ ଏହାକୁ ନେଇ ଟାର୍ଗେଟ କରିଛି। ଭାଜପା ନିର୍ବାଚନରେ କ୍ଷମତା ହାତେଇବା ନେଇ ଆଦିବାସୀଙ୍କୁ ଲୋକଦେଖାଣିଆ ସେବା କରୁଛି ବୋଲି ଚର୍ଚ୍ଚା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ପକ୍ଷରୁ ଶୁକ୍ରବାର…

ଘର ଦେବେ ସଲମାନ: ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆସାମରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରଭାବିତ ପରିବାରକୁ ସହାୟତା କରିବା ପାଇଁ ବଲିଉଡ ସୁପରଷ୍ଟାର ସଲମାନ ଖାନ ଆଗେଇ ଆସିଛନ୍ତି। ସେ ଏହି ମହାନ କାର୍ଯ୍ୟ ପାଇଁ…

ଆକ୍ସନ ମୋଡରେ ବିଜୟ ଥଲାପଥି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୮: କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣ ବିଲ ପୁନଃଆଗତ କରିପାରନ୍ତି ବୋଲି ଆଲୋଚନା ହୋଇଛି। ତାମିଲନାଡୁରେ ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କେନ୍ଦ୍ର…

ଦେଶୀ ମଦରେ ଅପମିଶ୍ରଣ ଅଭିଯୋଗ:ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ

ଭଞ୍ଜନଗର, ୭।୮ (ବାବୁଲା ପ୍ରଧାନ):ଗଞ୍ଜାମ ଜିଲାର ବିଭିନ୍ନ ଦେଶୀ ମଦ ଭାଟିରେ ଅପମିଶ୍ରିତ ଓ ନକଲି ମଦ ପ୍ରସ୍ତୁତ ହେଉଥିବା ନେଇ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ)…

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ…

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri