‘ପଦ୍ମପୁରରେ କଂଗ୍ରେସର ବିଜୟ’

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ କଂଗ୍ରେସ ଆପାତତଃ ପ୍ରାର୍ଥୀ ଚୟନ କରିସାରିଛି । ସତ୍ୟଭୂଷଣ ସାହୁ କଂଗ୍ରେସ ପ୍ରାର୍ଥୀ ହେବା ଫାଇନାଲ। ଖୁବଶୀଘ୍ର ବିଧିବଦ୍ଧ ଭାବେ ପ୍ରାର୍ଥୀ ଘୋଷଣା କରାଯିବ ବୋଲି କଂଗ୍ରେସର ବରିଷ୍ଠ ନେତା ତାରାପ୍ରସାଦ ବାହିନୀପତି ଶନିବାର କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି, ଦୁଇ ତିନି ଦିନ ଭିତରେ ସତ୍ୟଭୂଷଣ ସାହୁ ନାମାଙ୍କନ ପତ୍ର ଦାଖଲ କରିବେ । କିନ୍ତୁ ସେଠି ନିର୍ବାଚନ ଲଢ଼ିବା ପାଇଁ ଆମ ପାଖରେ ଅର୍ଥର ଅଭାବ ରହିଛି । ଗତ ନିର୍ବାଚନରେ ସେଠୁ ଆମେ ୩୦ ରୁ ୩୫ ହଜାର ଭୋଟ ପାଇଥିଲୁ । ଆମର ଷ୍ଟ୍ରଙ୍ଗ କ୍ୟାଣ୍ଡିଡେଟ ରହିଛନ୍ତି । ତେଣୁ ସେଠି ଭାଜପା-ବିଜେଡି ନୁହେଁ, କଂଗ୍ରେସ ହିଁ ବିଜୟ ଲାଭ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri