Posted inଖେଳ

ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୨୦୧ ରନ…

ମୁମ୍ବାଇ,୨୧।୫ : ଆଇପିଏଲ ୨୦୨୩ର ୬୯ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ ) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ଖେଳାଯାଉଛି। ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବୋଲିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଥିଲେ। ସେହିପରି ଏସଆରଏଚ ଦଳ ଅଧିନାୟକ ଆଡେନ ମାର୍କ୍ରାମଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ଏସଆରଏଚ ୫ ଓ୍ବିକେଟ ହରାଇ ୨୦୦ ରନ କରିଛି। ଫଳରେ ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୨୦୧ ରନ ରହିଛି।

ଏସଆରଏଚ ପକ୍ଷରୁ ଭିବ୍ରାଣ୍ଟ ଶର୍ମା ୬୯ ରନ କରିଥିବାବେଳେ ମୟଙ୍କ ଅଗ୍ରଓ୍ବାଲ ୮୩ ରନ, ହେନରିଚ କ୍ଲାସେନ ୧୮ ରନ, ଆଡେନ ମାର୍କ୍ରାମ ୧୩ ରନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri