Posted inଖେଳ

ପିବିକେଏସ ପାଇଁ ବିଜୟ ଲକ୍ଷ୍ୟ ୨୦୧ ରନ…

ଚେନ୍ନାଇ,୩୦।୪ : ଆଇପିଏଲ ୨୦୨୩ର ୪୧ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମଧ୍ୟରେ ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଛି। ସିଏସକେ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ଏମଲସ ଧୋନିଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ଅଧିନାୟକ ଶିଖର ଧାୱନଙ୍କ ନେତୃତ୍ୱରେ ପିବିକେଏସ ଦଳ ବୋଲିଂ ଆରମ୍ଭ କରିଥିଲା।
ଧାର୍ଯ୍ୟ ୨୦ ଓଭରରେ ସିଏସକେ ୪ ଓ୍ବିକେଟ ହରାଇ ୨୦୦ ରନ କରିଛି। ଫଳରେ ପିବିକେଏସ ପାଇଁ ବିଜୟ ଲକ୍ଷ୍ୟ ୨୦୧ ରନ ରହିଛି।

ସିଏସକେ ପକ୍ଷରୁ ଋତୂରାଜ ଗାଇକ୍ୱାଡେ ୩୭ ରନ କରିଥିବା ବେଳେ ଡେଭୋନ କୋନୟେ ୯୨ ରନ, ଶିଭବ ଦୁବେ ୨୮, ମୋଇନ ଅଲି ୧୦ , ରବିନ୍ଦ୍ର ଜାଡ଼େଜା ୧୨, ଏମଏସ ଧୋନି ରନ ୧୩ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

୮ କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ ୧୭ ଲକ୍ଷ! ବିହାର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?

ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri