Posted inଖେଳ

ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୧୭୮ ରନ…

ଲକ୍ଷ୍ନୌ,୧୬।୫ : ଆଇପିଏଲ ୨୦୨୩ର ୬୩ତମ ମ୍ୟାଚ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ)ମଧ୍ୟରେ ଖେଳାଯାଉଛି। ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବୋଲିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ଏଲଏସଜି ଦଳ ଅଧିନାୟକ କୃଣାଲ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଥିଲେ।

ଧାର୍ଯ୍ୟ ୨୦ ଓଭରରେ ଏଲଏସଜି ୩ ଓ୍ବିକେଟ ହରାଇ ୧୭୭ ରନ କରିଛି। ଫଳରେ ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୧୭୮ରନ ରହିଛି।

ଏଲଏସଜି ପକ୍ଷରୁ କ୍ୱିଣ୍ଟୋ ଡି କକ ୧୬ ରନ କରିଥିବାବେଳେ କୃନାଲ ପାଣ୍ଡ୍ୟା ୪୯ ରନ, ମାର୍କୋସ ଷ୍ଟୋନିସ ୮୯ ରନ କରିଥିଲେ।,


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri