Posted inଖେଳ

ଡିସି ପାଇଁ ବିଜୟ ଲକ୍ଷ୍ୟ ୨୨୪ ରନ…

ନୂଆଦିଲ୍ଲୀ,୨୦।୫ : ଆଇପିଏଲ ୨୦୨୩ର ୬୭ତମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି ) ଏବଂ ଚେନ୍ନାଇ ସୁପର କିଙ୍ଗ୍ଦ(ସିଏସକେ)ମଧ୍ୟରେ ଖେଳାଯାଉଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ସିଏସକେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ଏସଏମ ଧୋନିଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ସିଏସକେ ଦଳ ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ସିଏସକେ ଦଳ ୩ ଓ୍ବିକେଟ ହରାଇ ୨୨୩ ରନ କରିଛି। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୨୨୪ ରନ ରହିଛି।

ସିଏସକେ ପକ୍ଷରୁ ଋତୁରାଜ ଗାଇକ୍ୱାଡ ୭୯ ରନ କରିଥିବାବେଳେ ଡେଭୋନ କୋନଓ୍ବେ ୮୭ ରନ, ଶିବମ ଦୁବେ ୨୨ ରନ, ଏମଏସ ଧୋନି ୫ ରନ ,ରବିନ୍ଦ୍ର ଜାଡେଜା ୨୦ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri