Posted inଖେଳ

ଆଫଗାନିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୨୮୩…

ଚେନ୍ନାଇ,୨୩।୧୦ : ବିଶ୍ୱକପ କ୍ରିକେଟ ୨୦୨୩ର ୨୨ତମ ମ୍ୟାଚରେ ପାକିସ୍ତାନ ଏବଂ ଆଫଗାନିସ୍ତାନ ମୁହାଁମୁହିଁ ହୋଇଛନ୍ତି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ପାକିସ୍ତାନ ଅଧିନାୟକ ବାବର ଆଜମ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆଫଗାନିସ୍ତାନ ଅଧିନାୟକ ଆଶଫତୁଲା ଶାହିଦିଙ୍କ ନେତୃତ୍ୱରେ ଦଳ ବୋଲିଂ କରିବା ଆରମ୍ଭ କରିଥିଲା।
ପାକିସ୍ତାନ ଧାର୍ଯ୍ୟ ୫୦ ଓଭରରେ ୭ ଓ୍ବିକେଟ ହରାଇ ୨୮୨ ରନ କରିଛି। ଫଳରେ ଆଫଗାନିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୨୮୩ ରନ ରହିଛି।

ପାକିସ୍ତାନ ପକ୍ଷରୁ ଅବଦୁଲ୍ଲା ଶାଫିକ ୫୮ ରନ କରିଥିବାବେଳେ ବାବର ଆଜମ ୭୪, ଶାଦାବ ଖାନ ୪୦,ଇଫତିକାର ଅହମ୍ମଦ ୪୦ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବହୁତ ଚିନ୍ତାରେ ଅଛି…ଏମିତି କିଛି ଶେଷ ଶବ୍ଦ ସହ ମୃତ୍ୟୁକୁ ବାଛିନେଲେ ବିଚାରପତି ଅମନ…

ନୂଆଦିଲ୍ଲୀ,୨ା୫: ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ଅଞ୍ଚଳରେ ଜଣେ ୩୦ ବର୍ଷୀୟ ବିଚାରପତି ତାଙ୍କ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଅମନ କୁମାର ଶର୍ମା ନାମକ ଉକ୍ତ…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମେ’ ୪ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଉପକୃତ ହେବେ…

ଭୁବନେଶ୍ୱର,୨।୫: ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର…

ଓଡ଼ିଶା କଂଗ୍ରେସରେ ବଡ଼ ଅଦଳବଦଳ: ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଲା ପିସିସି ସଂଗଠନ ପ୍ରଭାରୀ ଦାୟିତ୍ୱ

ଭୁବନେଶ୍ୱର,୨।୩: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (PCC) ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ପିସିସି ସଭାପତି ଭକ୍ତ ଚରଣ ଦାସ,…

ନୋ ହ୍ୟାଣ୍ଡଶେକ ନୀତି ଉପରେ ପ୍ରଥମ ଥର ମୁହଁ ଖୋଲିଲେ ପାକିସ୍ତାନ ଅଧିନାୟକ ଆଘା

ଇସଲାମାବାଦ,୨ା୫: ଗତ ବର୍ଷ ଏସିଆ କପ୍‌ ବେଳେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଦଳ ଆପଣେଇଥିବା ନୋ ହ୍ୟାଣ୍ଡଶେକ ନୀତି ଏବେ ବି ପ୍ରଶଂସକଙ୍କ…

ପ୍ରସାର ଭାରତୀର ନୂଆ ଅଧ୍ୟକ୍ଷ ହେଲେ ପ୍ରସୂନ ଯୋଶୀ,କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ  ଜଣାଇଲେ ଶୁଭେଚ୍ଛା  

ନୂଆଦିଲ୍ଲୀ,୨।୫: ପ୍ରସିଦ୍ଧ ଗୀତିକାର, ଲେଖକ ତଥା ଯୋଗାଯୋଗ ବିଶେଷଜ୍ଞ ପ୍ରସୂନ ଯୋଶୀ ଭାରତର ସାର୍ବଜନୀନ ପ୍ରସାରଣ ସଂସ୍ଥା (ପ୍ରସାର ଭାରତୀ)ର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି।…

ଇରାନ ମାଟିରେ କେଉଁଠୁ ଆସିଲା ଏତେ ବୋମା? ଯାହାକୁ ଡିଫ୍ୟୁଜ କରୁକରୁ ଗଲା ୧୪ IRGC ବୈଜ୍ଞାନିକଙ୍କ ଜୀବନ

ତେହରାନ,୨।୫: ଇରାନର ଜାଞ୍ଜାନ ପ୍ରଦେଶରେ ଏକ ବଡ଼ ସାମରିକ ଅଭିଯାନ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଇରାନର ସରକାରୀ ସମାଚାର ଏଜେନ୍ସି, IRNA ଅନୁଯାୟୀ, ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri