Posted inଖେଳ

ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୩୮୩ ରନ…

ମୁମ୍ବାଇ,୨୪।୧୦ : ବିଶ୍ୱକପ କ୍ରିକେଟ ୨୦୨୩ର ୨୩ତମ ମ୍ୟାଚ ଦକ୍ଷିଣ ଆଫ୍ରିକା ଏବଂ ବାଂଲାଦେଶ ମଧ୍ୟରେ ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ଅଧିନାୟକ ଆଡେନ ମାର୍କମ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ବାଂଲାଦେଶ ଅଧିନାୟକ ଶାକିବ ଅଲ ହାସନଙ୍କ ନେତୃତ୍ୱରେ ଦଳ ବୋଲିଂ ଆରମ୍ଭ କରିଥିଲା।
ଦକ୍ଷିଣ ଆଫ୍ରିକା ଧାର୍ଯ୍ୟ ୫୦ ଓଭରରେ ୫ ଓ୍ବିକେଟ ହରାଇ ୩୮୨ ରନ କରିଛି। ଫଳରେ ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୩୮୩ ରନ ରହିଛି।

ଦକ୍ଷିଣ ଆଫ୍ରିକା ପକ୍ଷରୁ କ୍ୱିଣ୍ଟୋ ଡି କକ ୧୭୪ ରନ କରିଥିବାବେଳେ ଆଡେନ ମାର୍କମ ୬୦, ହେନରିଚ କ୍ଲାସେନ ୯୦, ଡେଭିଡ ମିଲର ଅପରାଜିତ ୩୪ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri