Posted inଖେଳ

ଡିସି ପାଇଁ ବିଜୟ ଲକ୍ଷ୍ୟ ୧୬୮ ରନ…

ନୂଆଦିଲ୍ଲୀ,୧୩।୫ : ଆଇପିଏଲ ୨୦୨୩ର ୫୯ ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମୁହାଁମୁହିଁ ହୋଇଥିଲେ। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଡିସି ଟସ ଜିତତି ପ୍ରଥମେବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ବୋଲିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଥିଲେ। ସେହିପରି ପିବିକେଏସ ଦଳ ଅଧିନାୟକ ଶିଖର ଧାଓ୍ବନଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଥିଲା।
ଧାର୍ଯ୍ୟ ୨୦ ଓଭରରେ ପିବିକେଏସ ୭ ଓ୍ବିକେଟ ହରାଇ ୧୬୭ ରନ କରିଛି। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୧୬୮ ରନ ରହିଛି।
ପିକିକେଏସ ପକ୍ଷରୁ ପ୍ରଭସିମରନ ସିଂ ୧୦୩ ରନ କରିଥିବାବେଳେ ସାମ କୁରେନ ୨୦ ରନ, ସିକନ୍ଦର ରାଜା ୧୧ ରନ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇ ଅଙ୍କରେ ପହଞ୍ଚି ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri