Posted inଖେଳ

ଡିସି ପାଇଁ ବିଜୟ ଲକ୍ଷ୍ୟ ୧୭୫ ରନ…

ବେଙ୍ଗାଲୁରୁ,୧୫।୪ : ଆଇପିଏଲ ସିରିଜ ୧୬ର ୨୦ତମ ମ୍ୟାଚ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଡିସି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଆରସିବି ଟିମ ଅଧିନାୟକ ଫାଫ ଡୁପଲେସିସଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ଆରସିବିି ୬ ଓ୍ବିକେଟ ହରାଇ ୧୭୪ ରନ କରିଛି। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୧୭୫ ରନ ରହିଛି।
ଆରସିବି ପକ୍ଷରୁ ବିରାଟ କୋହଲି ୫୦ ରନ କରିଥିବାବେଳେ ଫାଫ ଡୁପଲେସିସ ୨୨, ମହିପାଲ ଲୋମୋର ୨୬, ଗ୍ଲେନ ମ୍ୟାକ୍ସଓ୍ବେଲ ୨୪, ଶେହବାଜ ଅହମ୍ମଦ ୨୦ , ଅନୁଜ ରାଉତ ୧୫ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri