Posted inଖେଳ

ଜିଟି ପାଇଁ ବିଜୟ ଲକ୍ଷ୍ୟ ରନ ୧୩୧…

ଅହମଦାବାଦ,୨।୫ : ଆଇପିଏଲ ୨୦୨୩ର ୧୬ ତମ ସିଜିନର ୪୪ ତମ ମ୍ୟାଚ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ମଧ୍ୟରେ ଖେଳାଯାଉଛି। ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳା ଯାଉଥିବା ଏହି ମ୍ୟାଚରେ ଡିସି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତିି ନେଇଥିଲା। ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ଜିଟି ଟିମ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବୋଲିଂ ଆରମ୍ଭ କରିଥିଲା।
ପ୍ରଥମରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ଡିସି ଧାର୍ଯ୍ୟ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୩୦ ରନ କରିଛି। ଫଳରେ ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୩୧ ରନ ରହିଛି।
ଡିସି ପକ୍ଷରୁ ପ୍ରିୟମ ଗର୍ଗ ୧୦ ରନ କରିଥିବାବେଳେ ଅକ୍ଷର ପଟେଲ ରନ ୨୭, ଅମନ ହକିମ ଖାଁ ୫୧, ରିପଲ ପଟେଲ ୨୩ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri