Posted inଖେଳ

ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୭୩ ରନ…

ଚେନ୍ନାଇ,୨୩।୫ : ଆଇପିଏଲ ୨୦୨୩ର ପ୍ରଥମ କ୍ୱାଲିଫାୟର ମ୍ୟାଚ ଗୁଜରାଟ ଟାଇଟାନ୍ସ(ଜିଟି ) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମଧ୍ୟରେ ଖେଳାଯାଉଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଜିଟି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବୋଲିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ସିଏସକେ ଦଳ ଅଧିନାୟକ ଏମଏସ ଧୋନିଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ସିଏସକେ ଦଳ ୭ ଓ୍ବିକେଟ ହରାଇ ୧୭୨ ରନ କରିଛି। ଫଳରେ ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୭୩ ରନ ରହିଛି।

ସିଏସକେ ପକ୍ଷରୁ ଋତୁରାଜ ଗାଇକ୍ୱାଡ ୬୦ ରନ କରିଥିବାବେଳେ ଡେଭେନ କୋନଓ୍ବେ ୪୦ ରନ, ଅଜିଙ୍କ୍ୟ ରାହାଣେ ୧୭ ରନ, ଅମ୍ବାତି ରାୟଡୁ ୧୭ ରନ, ରବୀନ୍ଦ୍ର ଜାଡେଜା ୨୨ ରନ, ମୋଇନ ଅଲ୍ଲ୍ଲୀ ୯ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri