Posted inଖେଳ

ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୦୯…

ରାୟପୁର,୨୧।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରାୟପୁରର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଜାରି ରହିଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ନ୍ୟୁଜିଲାଣ୍ଡ ଦଳ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।

ନ୍ୟୁଜିଲାଣ୍ଡ ଦଳ ୩୪.୩ ଓଭରରେ ୧୦ ଓ୍ବିକେଟ ହରାଇ ୧୦୮ ରନ୍‌ କରିଛି। ଫଳରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୦୯ ରହିଛି। ନ୍ୟୁଜିଲାଣ୍ଡ ଅଧିନାୟକ ଟମ ଲାଥାମଙ୍କ ଦଳ ଭାରତୀୟ ବୋଲରଙ୍କ ସମ୍ମୁଖୀନ ହୋଇ ପାରି ନ ଥିଲେ। ଏହା ପୂର୍ବରୁ ପ୍ରଥମ ମ୍ୟାଚରେ ଭାରତୀୟ ଦଳ ବିଜୟ ହାସଲ କରି ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଉଇକେଟ ପାଇଁ ସଂଘର୍ଷ କରୁଛନ୍ତି

ଜୋହାନ୍ସବର୍ଗ,୫।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ନ୍ୟୁ ଇୟର ଟେଷ୍ଟରେ ଭାରତୀୟ ବୋଲର ଉଇକେଟ ଲାଗି ସଂଘର୍ଷ କରୁଛନ୍ତି। ଦକ୍ଷିଣ ଆଫ୍ରିକା ଆଗରେ ୨୪୦ ରନ୍‌ର...

ପାକିସ୍ତାନରେ ୧ ଦିନିକିଆ, ୩ ଟି୨୦ ମ୍ୟାଚ୍‌ ଖେଳିବ ଏମ୍‌ସିସି

ଲଣ୍ଡନ,୧୨।୨(ପି.ଟି.)- କ୍ରିକେଟରେ ନିୟମ ପ୍ରସ୍ତୁତ କରୁଥିବା ମେରିଲବୋନ କ୍ରିକେଟ କ୍ଲବ (ଏମ୍‌ସିସି) ଆଗାମୀ ପାକିସ୍ତାନ ଗସ୍ତରେ ଗୋଟେ ଦିନିକିଆ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳିବ।...

୧୬୫ ରନ୍‌ରେ ଅଟକିଲା ଆର୍‌ସିବି

ଦୁବାଇ,୨୬।୯: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)କୁ ୧୬୫ ରନ୍‌ରେ ରୋକି ଦେଇଛି ମୁମ୍ବାଇ ଇଣ୍ଡିଆନ୍ସ। ଆମନ୍ତ୍ରଣ ପାଇଁ ପ୍ରଥମେ ବ୍ୟାଟିଂ କରିଥିବା ଆର୍‌ସିବି ଅଧିନାୟକ ବିରାଟ...

କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୧।୧: ତିନିଥର ଚାମ୍ପିୟନ ଓ ଦୁଇଥର ରନରଅପ୍‌ ଅଷ୍ଟ୍ରେଲିଆ ପ୍ରଭାବୀ ପ୍ରଦର୍ଶନ ବଜାୟ ରଖି ଚଳିତ ହକି ବିଶ୍ୱକପ୍‌ର କ୍ୱାର୍ଟର...

ଶ୍ରୀଲଙ୍କାର ସିରିଜ ବିଜୟ

ପାଲିକେଲ, ୪ା୫ (ଏପି)-ପଦାର୍ପଣ ମ୍ୟାଚରେ ପ୍ରବୀଣ ଜୟବିକ୍ରମଙ୍କ ୧୧ ଉଇକେଟ ସଫଳତା ଯୋଗୁ ଶ୍ରୀଲଙ୍କା ଏଠାରେ ବାଂଲାଦେଶ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟକୁ ୨୦୯ ରନରେ...

କୋରେ ଆଣ୍ଡରସନଙ୍କ ଅବସର

ଖ୍ରୀଷ୍ଟଚର୍ଚ୍ଚ, ୬ା୧୨ (ପି.ଟି.)-ବାରମ୍ବାର ଆଘାତଜନିତ ସମସ୍ୟାରେ ରହିବାପରେ ନ୍ୟୁଜିଲାଣ୍ଡ ଅଲରାଉଣ୍ଡର କୋରେ ଆଣ୍ଡରସନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ)ର...

ଆଇପିଏଲ୍‌କୁ ମିଳିଲା ନୂଆ ଚାମ୍ପିୟନ

ଅହମଦାବାଦ, ୨୯।୫: ଆଇପିଏଲ୍‌କୁ ମିଳିଲା ନୂଆ ଚାମ୍ପିୟନ। ଗୁଜରାଟ ଟାଇଟାନ୍ସ ସପ୍ତମ ଦଳ ଭାବେ ଆଇପିଏଲ୍‌ ଟ୍ରଫି ଜିତିଛି। ରବିବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ...

ଉଦ୍ଧାର ହେଲା ଏଭେରେଷ୍ଟ ବିଜୟିନୀ କଳ୍ପନାଙ୍କ ମରଶରୀର, ଓଡ଼ିଶା ଅଣାଯିବା ପ୍ରକ୍ରିୟା ତ୍ୱରାନ୍ବିତ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟର ପ୍ରଥମ ମହିଳା ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସଙ୍କ ମରଶରୀର ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତଦେହକୁ ବେସ୍‌ କ୍ୟାମ୍ପ-୪କୁ ଅଣାଯାଇଛି। ବେସ୍‌ କ୍ୟାମ୍ପରୁ ଏହାକୁ...

Advertisement
Archives

Model This Week