Posted inଖେଳ

ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୬୧…

ନାପିଅର,୨୨।୧୧ : ଟିମ୍‌ ଇଣ୍ଡିଆ ନ୍ୟୁଜିଲାଣ୍ଡ ଗସ୍ତରେ ତୃତୀୟ ଟି-୨୦ରେ ନ୍ୟୁଜିଲାଣ୍ଡ ସହିତ ନାପିଅର ସ୍ଥିତ ମ୍ୟାକ୍‌ ଲିନ୍‌ ପାର୍କରେ ମୁହାଁମୁହିଁ ହୋଇଛି। ନ୍ୟୁଜିଲାଣ୍ଡ ଅଧିନାୟକ ଟିମ୍‌ ସୌଥି ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବୋଲିଂ କରିଥିଲା। ନ୍ୟୁଜିଲାଣ୍ଡ ୧୯.୪ ଓଭରରେ ୧୦ ଓ୍ବିକେଟ ହରାଇ ୧୬୦ ରନ କରିଛି।

ଫଳରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୬୧ ରହିଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଓ୍ବିକେଟ କିପର ହେଭନ କୋନଓ୍ବେ ୪୯ ବଲ୍‌ ଖେଳି ସର୍ବାଧିକ ୫୯ ରନ୍‌ ସଂଗ୍ରହ କରିଥିଲେ। ସେହିପରି ଗ୍ଳୋନ ଫିଲିପ୍‌ ୩୩ ବଲରେ ୫୪ ରନ୍‌ କରିଥିଲେ। ଅର୍ଶଦୀପ ସିଂ ଏବଂ ମହମ୍ମଦ ସିରାଜ ଉଭୟ ୪ଟି ଲେଖାଏ ଓ୍ବିକେଟ ନେଇଥିଲେ। ହର୍ଶେଲ ପଟେଲଙ୍କୁ ଗୋଟିଏ ଓ୍ବିକେଟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri