Posted inଖେଳ

ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୭୨ ରନ…

ଢାକା,୭।୧୨ : ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚରେ ବାଂଲାଦେଶ ଅଧିନାୟକ ଲିଟୋନ ଦାସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବୋଲିଂ ଆରମ୍ଭ କରିଥିଲେ।

ଟିମ୍‌ ବାଂଲାଦେଶ ୫୦ ଓଭରରେ ୭ ଓ୍ବିକେଟ ହରାଇ ୨୭୧ ରନ କରିଥିଲା। ଫଳରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୭୨ ରନ ରହିଛି। ବାଂଲାଦେଶ ପକ୍ଷରୁ ମହିଦେ ହାସନ ମିର୍ଜା ୮୭ ବଲ ଖେଳି ସର୍ବାଧିକ ୧୦୦ ରନ କରି ଅପରାଜିତ ରହିଥିଲେ। ସେହିପରି ମହମ୍ମଦୁଲା ୯୬ ବଲ ଖେଳି ୭୭ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri