କେକେଆର୍‌ ପାଇଁ ବିଜୟ ଲକ୍ଷ୍ୟ ୧୫୭ …

ମୁମ୍ବାଇ, ୨୩।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌ (କେକେଆର) ବିପକ୍ଷରେ ଗୁଜରାଟ ଟାଇଟନ୍ସ (ଜିଟି) ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଡ. ଡିଓ୍ବାଇ ପାଟିଲ ସ୍ପୋଟର୍ସ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଜିଟିର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ ଜିଣିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। କେକେଆର୍‌ ଅଧିନାୟକ ଶ୍ରେୟାସ ଆୟରଙ୍କ ନେତୃତ୍ୱରେ ଟିମ୍‌ ବୋଲିଂ ଆରମ୍ଭ କରିଥିଲା।

ଜିଟି ନିର୍ଦ୍ଧାରିତ ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୫୬ ରନ୍‌ କରିଛି। କେକେଆର୍‌ ପାଇଁ ୧୫୭ ରନ୍‌ର ବିଜୟ ଲକ୍ଷ୍ୟ ରହିଛି।

ଜିଟି ପକ୍ଷରୁ ଓ୍ବିର୍ଦ୍ଧିମାନ ଶାହା ୨୫ ବଲ୍‌ରେ ୨୫ ରନ୍‌ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟ ୪୯ ବଲ୍‌ରେ ୬୭ ରନ୍‌ କରିଛନ୍ତି। ଡାଭିଡ୍‌ ମିଲ୍‌ର ୨୦ ବଲ୍‌ରେ ୨୭ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri