Posted inଖେଳ

କେକେଆର ପାଇଁ ବିଜୟ ଲକ୍ଷ୍ୟ ୧୯୨ ରନ୍‌…

ମୋହାଲି,୧।୪ : ଡବଲ ହେଡର୍‌ର ପ୍ରଥମ ମ୍ୟାଚ ପଞ୍ଜାବ କିଙ୍ଗସ(ପିବିକେଏସ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ପଞ୍ଜାବର ଘରୋଇ ଗ୍ରାଉଣ୍ଡ ମୋହାଲିରେ ଖେଳାଯାଉଛି। ପଞ୍ଜାବର ଅଧିନାୟକ ଶିଖର ଧାୱନ ଥିବାବେଳେ କେକେଆର୍‌ର ଅଧିନାୟକ ନୀତୀଶ ରାଣା ରହିଛନ୍ତି। କେକେଆର ଟସ ଜିତି ପ୍ରଥମେ ବୋଲିଂ କରିଥିବାବେଳେ ପଞ୍ଜାବ କିଙ୍ଗସ ପ୍ରଥମେ ବ୍ୟାଟିଂ କରି ଧାର୍ଯ୍ୟ ୨୦ ଓଭରରେ ୫ ଓ୍ବିକେଟ ହରାଇ ୧୯୧ ରନ୍‌ କରିଛି। ଫଳରେ କେକେଆର ପାଇଁ ବିଜୟ ଲକ୍ଷ୍ୟ ୧୯୨ ରନ୍‌ ରହିଛି।

ପଞ୍ଜାବ କିଙ୍ଗସ ପକ୍ଷରୁ ପ୍ରଭସିମରନ୍‌ ସିଂ ୨୩ ରନ୍‌ କରିଥିବାବେଳେ ଶେଖର ଧାଓ୍ବନ ୪୦, ଭାନୁକା ରାଜପାକ୍ଷେ ୫୦, ଜିତେଶ ଶର୍ମା ୨୧, ସିକନ୍ଦର ରାଜା ୧୬, ସାମ କୁରାନ ଏବଂ ଶାହାରୁଖ ଖାନ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri